Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ: ଚାରିଆଡେ ଶୋକର ଛାୟା

କୋଲକାତା,୮।୮: ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।
ବଙ୍ଗଳାରେ ୩୪ ବର୍ଷ ବାମପନ୍ଥୀ ଶାସନ କାଳରେ ଭଟ୍ଟାଚାର୍ଯ୍ୟ ଦ୍ୱିତୀୟ ଏବଂ ଶେଷ ସିପିଏମ ମୁଖ୍ୟମନ୍ତ୍ରୀ ଯିଏକି ୨୦୦୦ ରୁ ୨୦୧୧ ପର୍ଯ୍ୟନ୍ତ କ୍ରମାଗତ ୧୧ ବର୍ଷ କାର୍ଯ୍ୟ କରିଥିଲେ।
ଜୁଲାଇ ୨୯,୨୦୨୩ରେ ଭଟ୍ଟାଚାର୍ଯ୍ୟଙ୍କୁ ଆଲିପୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏକାଧିକ ରୋଗ ସହ ସେ ନିମୋନିଆରେ ଚିକିତ୍ସିତ ହେଉଥିଲେ ଏବଂ ତାଙ୍କୁ ଭେଣ୍ଟିଲେସନରେ ରଖିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ଖୋଲିଲା ଟ୍ରମ୍ପଙ୍କ ଭାଗ୍ୟ!

ତେହରାନ,୭।୫: ଇରାନ ସହିତ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ଆମେରିକା ପାଇଁ ଏକ ଅତ୍ୟନ୍ତ ସ୍ବାଗତଯୋଗ୍ୟ ଖବର ଆସିଛି। ଆମେରିକୀୟ ମାଟି ତଳେ…

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଏପରି ହୋଇଥିଲା ହତ୍ୟା, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ନୂତନ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଏହି ଫୁଟେଜ୍ ବୁଧବାର ରାତି ୧୦ଟା୦୮ ସମୟର…

ଫିଲ୍ମ ଜଗତରୁ ବ୍ରେକ୍‌ ନେଲେ ଅକ୍ଷୟ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡର ସବୁଠାରୁ ବ୍ୟସ୍ତ ଅଭିନେତାଙ୍କ ମଧ୍ୟରୁ ଜଣେ ଅକ୍ଷୟ କୁମାରଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ଭଲ ନାହିଁ। ନିର୍ଦ୍ଦେଶକ ଅନୀସ ବାଜମୀଙ୍କ ଆଗାମୀ ଫିଲ୍ମର କେରଳ କାର୍ଯ୍ୟସୂଚୀ ସମାପ୍ତ…

ଏକଦା ଥିଲେ ଶ୍ରୀଦେବୀ-କାଜୋଲଙ୍କ ଡ୍ରେସ୍‌ ଡିଜାଇନର, ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗରେ; ଜାଣନ୍ତୁ କିଏ ସେ…

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ଦୀର୍ଘ ୧୫ ବର୍ଷର ତୃଣମୂଳ କଂଗ୍ରେସ (TMC) ଶାସନର ଅନ୍ତ ଘଟାଇ ଭାରତୀୟ ଜନତା…

ଏହି ୪ ରାଶିରେ ମେ ୧୧ରୁ କାଳସର୍ପ ଯୋଗ: ହୋଇଯାନ୍ତୁ ସାବଧାନ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗତି ଏବଂ ନକ୍ଷତ୍ରମାନଙ୍କର ସ୍ଥିତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଏଥର ମେ ମାସରେ ମହାକାଶରେ ଏକ ସ୍ବର୍ଗୀୟ ପରିସ୍ଥିତି…

ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ କେମିତି କରାଯାଇଥିଲା ହତ୍ୟା

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନର୍ବାଚନ ଫଳାଫଳ ଘୋଷଣା ପରଠାରୁ, ରାଜ୍ୟରେ ହିଂସା କମିବାର କୌଣସି ସଙ୍କେତ ଦେଖାଯାଇ ନାହିଁ। ନୂତନ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ…

ଚନ୍ଦ୍ରନାଥଙ୍କ ହତ୍ୟାକୁ ନେଇ ଏମିତି କଥା କହିଲେ ଶୁଭେନ୍ଦୁ ଅଧିକାରୀ ସଭିଏଁ ଚକିତ

କୋଲକାତା,୭।୫: ବୁଧବାର ପଶ୍ଚିମବଙ୍ଗରେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ଦେଶର ରାଜନୀତିରେ ଏକ ଅନ୍ଧାକାର ଅଧ୍ୟାୟ ଯୋଡିଛି। ଭାଜପା ନେତା ଏବଂ ମୁଖ୍ୟମନ୍ତ୍ରୀ ପଦର ଦୃଢ଼ ଦାବିଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri