Posted inଜାତୀୟ

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୯।୧୦: ଆଗକୁ ବିହାର ନିର୍ବାଚନ। ଏହାପୂର୍ବରୁ ଆରଜେଡି ପାଇଁ ଏକ ଖୁସି ଖବର ଆସିଛି। ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇଥବବା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଚାଇବାସା ଟ୍ରେଜେରି କ୍ରେସ୍‌ରେ ଜାମିନ ମିଳିଛି। ଏବେ କିନ୍ତୁ ଲାଲୁ ଜେଲ୍‌ରୁ ମୁକୁଳିବେ ନାହିଁ। କାରଣ ଦୁମକୋ ଟ୍ରେଜେରି ମାମଲାରେ ଶୁଣାଣି ହେବା ଏବେ ବାକି ଅଛି। ଏହାପୂର୍ବରୁ ଚାରା ଘୋଟାଲାର ୩ଟି ମାମଲାରେ ଲାଲୁଙ୍କ ଜାମିନ୍‌ ମିଳିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରା ପଡ଼ିଲା ଲୁଚାଛପାରେ ପାକିସ୍ତାନ ଯାଉଥିବା ଚାଇନା ଜାହାଜ: ରହିିଛି ଆଣବିକ କ୍ଷେପଣାସ୍ତ୍ର ନିର୍ମାଣ ସାମଗ୍ରୀ

କାଣ୍ଡଲା,୧୭।୨: ପାକିସ୍ତାନକୁ ଲୁଚାଛପାରେ ଯାଉଥିବା ଏକ ଚାଇନା ଜାହାଜକୁ ଭାରତୀୟ କଷ୍ଟମ ବିଭାଗ ପକ୍ଷରୁ ଜବତ କରାଯାଇଛି। ଏଥିରେ ଆଣବିକ କ୍ଷେପଣାସ୍ତ୍ର ନିର୍ମାଣରେ ବ୍ୟବହାର କରାଯାଉଥିବା...

ଅପେକ୍ଷାର ଅନ୍ତ: ପାକିସ୍ତାନରୁ ଭାରତ ଆସିଲେ ଦୁଇ ବୋହୂ

ବାଡମେର,୯।୩: ପାକିସ୍ତାନରେ ରହୁଥିବା ଦୁଇ ନବବିବାହିତା ଭାରତ ଫେରିଛନ୍ତି। ଦୁଇ ବର୍ଷ ପୂର୍ବେ ବିବାହ ସତ୍ତ୍ୱେ ଭିସା ନ ପାଇ ପାକିସ୍ତାନରୁ ଭାରତ ଆସିପାରି ନ...

ଆବେଦନର ୩୦ ଦିନ ମଧ୍ୟରେ ୫୦ ହଜାର ଟଙ୍କା କରୋନା ମୃତ୍ୟୁ ସହାୟତାକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୦: କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ...

ରଚନାଙ୍କ ଘୋଷଣା: ପ୍ରିୟଙ୍କାଙ୍କ ବିପକ୍ଷରେ ନିର୍ବାଚନ ଲଢ଼ିବି ଆଉ ଜିତିବି…

ନୂଆଦିଲ୍ଲୀ: ପ୍ରିୟଙ୍କା ଗାନ୍ଧୀ ନିଜେ ବିଧାନସଭା ନିର୍ବାଚନ ଲଢ଼ିବେ କି ନାହିଁ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ହେଲେ ବଲିଉଡ୍‌ ଅଭିନେତ୍ରୀ ରଚନା ସିଂହ...

ତୁର୍କୀ, ପେରୁରେ ଭାରତର ନୂଆ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨।୭: କେନ୍ଦ୍ର ସରକାର ଶୁକ୍ରବାର ତୁର୍କୀ ଓ ପେରୁ ପାଇଁ ଭାରତର ଦୁଇଜଣ ନୂଆ ରାଷ୍ଟ୍ରଦୂତଙ୍କ ନାମ ଘୋଷଣା କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟରେ ଯୁଗ୍ମ ସଚିବ...

ରେଖା ଗୁପ୍ତାଙ୍କୁ ଦିଲ୍ଲୀର ମେୟର ପ୍ରାର୍ଥୀ ଭାବେ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୭।୧୨: ଦିଲ୍ଲୀର ମେୟର ପ୍ରାର୍ଥୀ ଭାବେ ରେଖା ଗୁପ୍ତାଙ୍କ ନାମ ଭାଜପା ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଆଜି ନାମାଙ୍କନପତ୍ର ଦାଖଲ କରିବାର ଶେଷ ଦିନ...

ଭାଗଓ୍ବତ କହିଲେ ଶୁଭ କାର୍ଯ୍ୟ ପାଇଁ ଶକ୍ତି ଜରୁରୀ, ପ୍ରଥମ ଥର ପାଇଁ ଆରଏସଏସ ଶସ୍ତ୍ର ପୂଜନରେ ମହିଳା ମୁଖ୍ୟ ଅତିଥି…

ନାଗପୁର,୫।୧୦ : ପ୍ରଥମ ଥର ପାଇଁ ଜଣେ ମହିଳା ମୁଖ୍ୟ ଅତିଥି ଆରଏସଏସର ଦଶହରା ଶସ୍ତ୍ର ପୂଜନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏଥର ପଦ୍ମଶ୍ରୀ ସାନ୍ତୋଷ...

ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି

ଉଦୟପୁର,୧୪।୫(ପି.ଟି.): ରାଜସ୍ଥାନର ଉଦୟପୁରଠାରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିରକୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର ଉଦ୍‌ଘାଟନ କରିବା ସହ ଭାଜପା ଏବଂ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week