Posted inଜାତୀୟ

ଇଡିରେ ହାଜର ହେଲେ ରାବ୍ରି ଦେବୀ

ପାଟନା,୧୮।୫: ଜମି ବଦଳରେ ଚାକିରି ଦେବା ମାମଲାରେ ଗୁରୁବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ରେଳ ମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ତ୍ରୀ ରାବ୍ରି ଦେବୀ ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଏହି ବିଷୟ ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ତାଙ୍କୁ ପଚରାଯିବାର ସମ୍ଭାବନା ରହିଛି।

ପ୍ରକାଶ ଯେ, ଜମି ବଦଳରେ ଚାକିରି ଦେବା ମାମଲାରେ ଗତ ବର୍ଷ ମେ’୧୮ରେ ସିବିଆଇ ଏକ ମାମଲା ରୁଜୁ କରିଥିଲା। ୧୮ ଅକ୍ଟୋବରରେ ଏହି ମାମଲାରେ ଏକ ଚାର୍ଜସିଟ ଦାଖଲ ହୋଇଥିଲା ବେଳେ ୧୬ ଜଣଙ୍କୁ ଅଭିଯୁକ୍ତ କରାଯାଇଥିଲା। ଲାଲୁ ଯାଦବ ରେଳ ମନ୍ତ୍ରୀ ଥିବା ସମୟରେ ତାଙ୍କ ଓସିଡି ଥିବା ଭୋଳା ଯାଦବଙ୍କୁ ଏହି ମାମଲାରେ ସିବିଆଇ ଗିରଫ କରିଥିଲା। ଏହି ମାମଲାରେ ଲାଲୁ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କୁ ମଧ୍ୟ ୩ ଥର ସିବିଆଇ ପଚରାଉଚରା କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri