ଭାଜପାରେ ସାମିଲ ହେଲେ ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୪।୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ବିଜେଡି ଛାଡି ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପସ୍ଥିତିରେ ସେ ନିଜ ସମର୍ଥକଙ୍କ ସହ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି। ପୂର୍ବତନ ବିଧାୟକ ନାଏକ ଭବାନୀପାଟଣା ନିର୍ବାଚନମଣ୍ଡଳୀରେ ଗତ ୨୦୧୪ ରୁ ୨୦୧୯ ଯାଏ ବିଜେଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ୨୦୧୯ରେ ଦଳ ତାଙ୍କୁ ଟିକେଟ ନ ଦେଇ ତାଙ୍କ ସ୍ଥାନରେ କଂଗ୍ରେସରୁ ଆସିଥିବା ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକଙ୍କୁ ଟିକେଟ ଦେଇଥିଲା। ହେଲେ ବିଜେଡିରୁ ଛିଡା ହୋଇଥିବା ଦୁଷ୍ମନ୍ତ ଭାଜପା ପାର୍ଥି ପ୍ରଦୀପ୍ତ ନାଏକଙ୍କଠାରୁ ପରାଜୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri