ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: କୁହାଯାଏ ପ୍ରେମ ଅନ୍ଧ। କାହାକୁ କେତେବେଳେ କେଉଁ ବୟସରେ ପ୍ରେମ ହୋଇଥାଏ ତାହା ଜଣାପଡେନାହିଁ। ଯାହାର ଗୋଟିଏ ଉଦାହରଣ ଆଜି ଦେଖିବାକୁ ମିଳିଛି। ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର। ୬୫ବର୍ଷ ବୟସରେ ପିନାକୀ, ୫୦ବର୍ଷିୟ ମହୁଆଙ୍କ ହାତ ଧରିଛନ୍ତି। ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବିବାହ କରିଛନ୍ତି। ସେ ବିଜେଡି ନେତା ତଥା ପୂର୍ବତନ ଏମପି ପିନାକୀ ମିଶ୍ରଙ୍କୁ ତାଙ୍କର ଜୀବନସାଥୀ … Continue reading ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା