କଂଗ୍ରେସରେ ସାମିଲ ହେଲେ ଜୟ ନାରାୟଣ

ଅହମଦାବାଦ,୨୮।୧୧: ଗୁଜରାଟର ବରିଷ୍ଠ ନେତା ତଥା ବିଧାୟକ ଜୟ ନାରାୟଣ ବ୍ୟାସ ତାଙ୍କ ପୁଅ ସମୀର ବ୍ୟାସଙ୍କ ସହ ସୋମବାର କଂଗ୍ରେସରେ ସାମିଲ ହୋଇଛନ୍ତି। ଅହମଦାବାଦରେ ଆୟୋଜିତ ଏକ ମିଶ୍ରଣ ପର୍ବରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କୁ ଦଳରେ ବିଧିବଦ୍ଧ ଭାବେ ସାମିଲ କରିଛନ୍ତି। ଏହି ମିଶ୍ରଣ ପର୍ବରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଆଲୋକ ଶର୍ମା ମଧ୍ୟ ଉପସ୍ଥିତ ଥିଲେ।
ଦୀର୍ଘ ଦିନ ଧରି ଭାଜପା ସହ ଜଡିତ ଥିବା ଜୟ ନାରାୟଣ ଚଳିତ ମାସ ଆରମ୍ଭରେ ଭାଜପାରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମିଳିବ ‘ଆଣ୍ଟିବଡ଼ି କକ୍‌ଟେଲ’: ପ୍ରତି ଡୋଜ୍‌ ଦାମ୍‌ ୫୯,୭୫୦ ଟଙ୍କା..

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲୋକଙ୍କୁ ସାଧାରଣ ଏବଂ ମଧ୍ୟମ ଲକ୍ଷଣ ପ୍ରକାଶ ପାଉଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଭାରତ...

ଇଣ୍ଡିଗୋ ମାମଲା: ତଦନ୍ତ କରିବେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୫: ରାଞ୍ଚତ୍ ବିମାନବନ୍ଦରରେ ଶନିବାର ଜଣେ ଭିନ୍ନକ୍ଷମ ନାବାଳକ ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ କର୍ତ୍ତୃପକ୍ଷ ବିମାନରେ ଚଢ଼ିବା ଲାଗି ଅନୁମତି ନ ଦେବା ଘଟଣା ସାମ୍‌ନାକୁ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି...

ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଥରିଲା ରାଜଧାନୀ…

ନୂଆଦିଲ୍ଲୀ,୧୨।୧୧ : ଗୋଟିଏ ସପ୍ତାହ ମଧ୍ୟରେ ରାଜଧାନୀ ଦିଲ୍ଲୀରେ ଦ୍ୱିତୀୟ ଥର ପାଇଁ ଥରିଛି। ଶନିବାର ସନ୍ଧ୍ୟା ୭ଟା ୫୭ରେ ଦିଲ୍ଲୀ ଏନସିଆର୍‌ ସମେତ ଏହାର...

କଂଗ୍ରେସରୁ ବାହାରିବେ କି ଶତ୍ରୁଘ୍ନ

ନୂଆଦିଲ୍ଲୀ,୧୮।୮: ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ଅଡୁଆ ଏବେ ବଢିଯାଇଛି। କାରଣ ଗତ...

ଦିଲ୍ଲୀରେ ମୋଦିଙ୍କ ବିଶାଳ ରାଲି: ସିଏଏ ନାଗରିକତ୍ୱ ଛଡ଼ାଇନେବା ପାଇଁ ନୁହେଁ

ନୂଆଦିଲ୍ଲୀ,୨୩ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ଭାରତୀୟ ମୁସଲମାନମାନେ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି...

ସିଏଏ ହିଂସା: ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ସହାୟତାର ହାତ ବଢାଇଲା ଟିଏମ୍‌ସି

ମାଙ୍ଗାଲୁରୁ,୨୮।୧୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ଉପୁଜିଥିଲା। ଏଥିରେ ମାଙ୍ଗାଲୁରୁର ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ଏମାନଙ୍କ...

ଭୂମିକମ୍ପରେ ଥରିଲା ୪ ରାଜ୍ୟ

ନୂଆଦିଲ୍ଲୀ,୫।୪: ସୋମବାର ରାତି ପ୍ରାୟ ସାଢ଼େ ୮ଟାରେ ଭୂମିକମ୍ପରେ ଥରି ଉଠିଥିଲା ୪ଟି ରାଜ୍ୟ। ସିକିମ, ଆସାମ, ପଶ୍ଚିମବଙ୍ଗର କିଛି ଅଂଶ ଏବଂ ବିହାରରେ ଏହି...

Advertisement
Archives

Model This Week