Posted inଜାତୀୟ

ବାୟୁସେନା ହେଲିକପ୍ଟର ଦୁର୍ଘଟଣା: ଏନ୍‌ଆଇଏ ଯାଞ୍ଚ ଦାବି କଲେ ପୂର୍ବତନ ବ୍ରିଗେଡିୟର!

ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ ଜଣେ ଗ୍ରୁପ କ୍ୟାପଟେନଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇ ଏବେ ସେନା ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଏବେ କିନ୍ତୁ ଏହି ହେଲିକପ୍ଟର ଦୁର୍ଘଟଣାକୁ ନେଇ ପ୍ରଶ୍ନ ଉଠିଲାଣି । ଏହି ଦୁର୍ଘଟଣା ଏକ ଯୋଜନା ବୋଲି କହିଛନ୍ତି ପୂର୍ବତନ ବ୍ରିଗେଡିୟର ସୁଧୀର ସାୱନ୍ତ । ସେ କହିଛନ୍ତି ଏହା ଦୁର୍ଘଟଣା ନୁହେଁ ଏହା ଏକ ଯୋଜନା ବଦ୍ଧ ହତ୍ୟାକାଣ୍ଡ । ଏଲ୍‌ଟିଟିର ସ୍ଲିପର ସେଲ ଏହା ପଛରେ ଥାଇପାରେ । କାରଣ ଯେଉଁଠାରେ ହେଲିକପ୍ଟରଟି ଦୁର୍ଘଟଣା ଗ୍ରସ୍ତ ହୋଇଛି ସେହି ଅଞ୍ଚଳ ଏଲ୍‌ଟିଟିର । ତେଣୁ ଏହାର ଏନ୍‌ଆଇଏ ଯାଞ୍ଚ କରାଯାଉ ବୋଲି ସେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri