Posted inଜାତୀୟ

ପୂର୍ବତନ ମଣିପୁର ରାଜ୍ୟପାଳ ତଥା ସିବିଆଇ ନିର୍ଦ୍ଦେଶକଙ୍କ ଆତ୍ମହତ୍ୟା

ସିମ୍‌ଲା, ୭।୧୦: ମଣିପୁରର ପୂର୍ବତନ ରାଜ୍ୟପାଳ ତଥା ସିବିଆଇର ପ୍ରାକ୍ତନ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସିମ୍‌ଲାସ୍ଥିତ ନିଜ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ସିମଲା ଏସ୍‌ପି ମୋହିତ୍‌ ଚାଓ୍ବଲା କହିଛନ୍ତି, ମଣିପୁର ତଥା ନାଗାଲାଣ୍ଡର ପୂର୍ବତନ ରାଜ୍ୟପାଳ ତଥା ସିବିଆଇର ପୂର୍ବତନ ନିର୍ଦ୍ଦେଶକ ଅଶ୍ୱିନୀ କୁମାରଙ୍କ ଶବ ତାଙ୍କ ବାସଭବନରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା ନୋଟ୍‌ ଲେଖି ଯାଇଥିବା କୁହାଯାଉଛି।
କୁମାର ୨୦୦୬ରୁ ୨୦୦୮ ପର୍ଯ୍ୟନ୍ତ ହିମାଚଳ ପ୍ରଦେଶର ଡିଜିପି ଭାବେ କାର୍ଯ୍ୟ ତୁଲାଇଥିଲେ। ଏହାପରେ ତାଙ୍କୁ ସିବିଆଇର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିଲା। ୨ ଅଗଷ୍ଟ ୨୦୦୮ରୁ ୩୦ ନଭେମ୍ବର ୨୦୧୦ ପର୍ଯ୍ୟନ୍ତ ସେ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ। ଏହାପରେ ମଣିପୁର ରାଜ୍ୟପାଳ ଭାବେ ସେ ଜୁଲାଇ ୨୦୧୩ରୁ ଡିସେମ୍ବର ୨୦୧୩ ପର୍ଯ୍ୟନ୍ତ କାର୍ଯ୍ୟ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲା: ସଞ୍ଜୟ ସିଂଙ୍କ ନେତୃତ୍ୱରେ ଦିଲ୍ଲୀ ଏନ୍‌ସିବିର ଏସ୍‌ଆଇଟି ଆରମ୍ଭ କଲା ଯାଞ୍ଚ, ୱାନଙ୍ଖଡେ ବି କରିବେ ସାହାଯ୍ୟ

ମୁମ୍ବାଇ,୬ ।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ଦିଲ୍ଲୀ ଟିମ୍‌ରେ ଥିବା ଉପ ମହାନିର୍ଦ୍ଦେଶକ ସଞ୍ଜୟ ସିଙ୍କ ନେତୃତ୍ୱରେ ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାର ଯାଞ୍ଚ ଆରମ୍ଭ...

ଅଭିନେତା ବିଜୟ ବାବୁଙ୍କ ଅଗ୍ରୀମ ଜାମିନରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୬।୭ : ବଳାତ୍କାର ମାମଲାରେ ଅଭିନେତା ବିଜୟ ବାବୁଙ୍କୁ ଦିଆଯାଇଥିବା ଅଗ୍ରୀମ ଜାମିନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ବୁଧବାର ମନା କରି ଦେଇଛନ୍ତି। ତେବେ...

ଦୁର୍ଘଟଣା ପରେ ବି ଜୀବିତ ଥିଲେ ବିପିନ ରାଓ୍ବତ, କହିଥିଲେ ନିଜ ନାମ…

କୁନ୍ନୁର,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ପରେ ସିଡିଏସ ଜେନେରାଲ ବିପିନ ରାୱତ ଜୀବିତ ଥିଲେ। ଏପରିକି ସେ ତାଙ୍କ ନାମ ମଧ୍ୟ କହିଥିଲେ। ଉଦ୍ଧାରକାରୀ...

ସ୍ବାମୀଙ୍କ ପ୍ରେମରେ ବାଧା ସାଜିଥିଲେ ସ୍ତ୍ରୀ, ଆଉ ତା’ପରେ

ଗାଜିଆବାଦ,୧୫।୯: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମରେ ବାଧା ହେବାରୁ ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରି ମୃତଦେହକୁ...

ବଳାତ୍କାର ମାମଲାରେ ଏସ୍‌ପି, ବିଏସ୍‌ପି ନେତା ଗିରଫ

ଲଳିତପୁର, ୧୬।୧୦: ଉତ୍ତରପ୍ରଦେଶରେ ନାବାଳିକା ବଳାତ୍କାର ମାମଲାରେ ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଜିଲା ସଭାପତିଙ୍କ ସମେତ ୭ ଜଣଙ୍କୁ...

‘ପୁରୁଷ’ ଘୋଷିତ ମହିଳା ପାଇବେ ପୋଲିସ ଚାକିରି

ମୁମ୍ବାଇ, ୧୫ା୫: ପୋଲିସ ବିଭାଗରେ ଚାକିରି ପାଇଁ ଆବେଦନ କରିଥିଲେ। ଲିଖିତ ଓ ଶାରୀରିକ ପରୀକ୍ଷାରେ ୨୦୦ରୁ ୧୭୧ ନମ୍ବର ରଖି ଉତ୍ତୀର୍ଣ୍ଣ ହେଲେ। ହେଲେ...

ଥମିଲା ଦିଲ୍ଲୀ ପ୍ରଚାର : ୭୦ ଆସନରେ ବଳ କଷାକଷି

ନୂଆଦିଲ୍ଲୀ,୭-୨: ଦିଲ୍ଲୀ ବିଧାନସଭାର ୭୦ ଆସନରେ ଶନିବାର ନିର୍ବାଚନ ହେବ। ଏଥିପାଇଁ ସମସ୍ତ ନିର୍ବାଚନମଣ୍ଡଳୀରେ ସବୁ ଦଳ ପକ୍ଷରୁ ଗୁରୁବାର ସନ୍ଧ୍ୟା ୬ଟାରେ ହାଇଭୋଲ୍ଟେଜ୍‌ ନିର୍ବାଚନ...

ଖୁସି ଖବର: କରୋନାରୁ ସୁସ୍ଥ ହେବା ସଂଖ୍ୟା ୨ କୋଟିରେ ପହଞ୍ଚିଲା; ସଂକ୍ରିୟ ମାମଲା କମିଲା

ନୂଆଦିଲ୍ଲୀ,୧୪।୫: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଶୁକ୍ରବାର ଆଉ ୩,୪୩,୧୪୪ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives

Model This Week