ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି। ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

୧୯୬୮ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଉମାଶଙ୍କର ୨୦୦୩ରେ ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଥିଲେ। ସିବିଆଇର ନିର୍ଦ୍ଦେଶକ ପଦ ସମ୍ଭାଳିବାରେ ସେ ଏକ ମାତ୍ର ଓଡ଼ିଆ ଆଇପିଏସ୍‌।

ସେ ସିବିଆଇ ନିର୍ଦ୍ଦେଶକ ଥିବାବେଳେ ଅଣ୍ଡରୱାଲ୍ଡ ଡନ୍‌ ଆବୁ ସାଲେମଙ୍କୁ ଗିରଫ କରାଯାଇଥିଲା। ଏପରି କି ଆବୁ ସାଲେମକୁ ପର୍ତ୍ତୁଗାଲରୁ ଭାରତ ଆଣିବାରେ ଉମାଶଙ୍କରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଏହା ସହିତ ସେ ମେଘାଳୟ ପ୍ଲାନିଂ କମିଶନର ସଦସ୍ୟ ଓ ମାଇକ୍ରୋସଫ୍ଟ ଇଣ୍ଡିଆର ପରାମର୍ଶଦାତ୍ତା ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟାରୁ ଜଳ ଯୋଗାଣ ବନ୍ଦ:  ୫ ଦିନ ହେଲା ମିଳୁନି ପିଇବା ପାଣି

ବ୍ରହ୍ମପୁର ଅଫିସ,୨୪ା୭: ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ଅଦୂରଦର୍ଶିତା ଯୋଗୁ ବ୍ରହ୍ମପୁର ସହରରେ ଶ୍ରାବଣ ମାସରେ ମଧ୍ୟ ଉତ୍କଟ ପାନୀୟ ଜଳ ସମସ୍ୟା ସୃଷ୍ଟି ହୋଇଛି। ଗୋଟିଏ...

ପ୍ରୋଷ୍ଟେଟ୍‌ ସମସ୍ୟାରେ ପୀଡ଼ିତ ୬୫% ପୁରୁଷ: ଲୁଚାଇଲେ ହୋଇପାରେ ଘାତକ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭାରତୀୟଙ୍କ ମଧ୍ୟରେ ବୃଦ୍ଧିପାଉଛି ବିନାଇନ୍‌ ପ୍ରୋଷ୍ଟାଟିକ୍‌ ହାଇପର୍‌ପ୍ଲାସିଆ(ବିପିଏଚ୍‌) ଜନିତ ସମସ୍ୟା। ମୂତ୍ରାଶୟର ବାହ୍ୟପଥରେ ବାଧା ସୃଷ୍ଟି କରୁଥିବା ବିପିଏଚ୍‌ ପ୍ରୋଷ୍ଟେଟ୍‌ ଏକ ବୟସ ସମ୍ବନ୍ଧିତ...

ଆଦିତ୍ୟ ମୃତ୍ୟୁ ମାମଲା: ଦୀପୁ, ସୌମ୍ୟ, ଘର ମାଲିକଙ୍କୁ ପଚରାଉଚରା

ଭୁବନେଶ୍ୱର,୧୭।୭ (ବ୍ୟୁରୋ):ସମାଜସେବୀ ତଥା ମାନବପ୍ରେମୀ ଅଦିତ୍ୟ ଦାସ ମୃତ୍ୟୁକୁ ନେଇ ଏବେବି ସସ୍‌ପେନ୍ସ ଲାଗି ରହିଛି। ଭୁବନେଶ୍ୱର ଜିଆର୍‌ପି ଥାନା ପୋଲିସ ଏହି ମାମଲାରେ ଆଦିତ୍ୟଙ୍କ...

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ...

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ...

୪ ଦିନ ଲାଗିରହିବ ବର୍ଷା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ...

ନୟାଗଡ ଜିଲା ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ

ନୟାଗଡ ଅଫିସ,୨୯।୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ ଜିଲା ଓଡଗାଁ ରାଧାକାନ୍ତ ଗାଲର୍ସ ହାଇସ୍କୁଲର ଛାତ୍ରୀ ପ୍ରଜ୍ଞାରାଣୀ ମହାପାତ୍ର ସର୍ବାଧିକ ୯୫ ପ୍ରତିଶତ ନମ୍ବର ରଖି...

ରଶ୍ମିରେଖାଙ୍କ ପ୍ରେମିକଙ୍କୁ ଥାନାରେ ହାଜର ହେବା ପାଇଁ ନୋଟିସ୍‌

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଲିଉଡ୍‌ର ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ନୂଆମୋଡ଼ ନେଉଛି। ତେବେ ତାଙ୍କ ପ୍ରେମିକ କୁହାଯାଉଥିବା ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ...

Advertisement
Archives

Model This Week