କଳାହାଣ୍ଡିର ପୂର୍ବତନ ସିଡିଭିଓ ନିଲମ୍ବିତ

ଭବାନୀପାଟଣା,୨୫।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ପ୍ରାଣି ଚିକିତ୍ସା ବିଭାଗର ପୁର୍ବତନ ସିଡିଭିଓ (ଜିଲା ମୁଖ୍ୟ ପ୍ରାଣି ଚିକିତ୍ସାଧିକାରୀ) ଚୈତନ୍ୟ ଚରଣ ସେଠୀଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି।
ପ୍ରକାଶ ଯେ, କଳାହାଣ୍ଡି ସିଡିଭିଓ ଭାବରେ ଚୈତନ୍ୟ କାର୍ଯ୍ୟରତ ଥିଲେ। ତାଙ୍କୁ ଓଡ଼ିଶା ବାୟୋଲୋଜିକାଲ ପ୍ରଡକ୍ଟ ଇନ୍‌ଷ୍ଟିଚ୍ୟୁଟକୁ ଯୁଗ୍ମ ନିର୍ଦ୍ଦେଶକ ଭାବରେ ବଦଳି କରାଯାଇଥିଲା । ତାଙ୍କ ସ୍ଥାନରେ କଳାହାଣ୍ଡି ସିଡିଭିଓ ଭାବରେ ହେମନ୍ତ ପ୍ରଧାନଙ୍କୁ ଅବସ୍ଥାପିତ କରାଯାଇଥିଲା। ଗତ ଜାନୁୟାରୀ ୨୫ ତାରିଖରେ ହେମନ୍ତ ପ୍ରଧାନ କଳାହାଣ୍ଡି ସିଡିଭିଓ ଭାବରେ ଯୋଗଦାନ କରିଥିଲେ ମାତ୍ର ଆଜି ପର୍ଯ୍ୟନ୍ତ ହେମନ୍ତ ପ୍ରଧାନଙ୍କୁ ଚୈତନ୍ୟ ଦାୟୀତ୍ୱ ପ୍ରଦାନ କରି ନ ଥିଲେ । ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇବା ପରେ ପ୍ରାଣି ଚିକିତ୍ସା ବିଭାଗର ସ୍ବତନ୍ତ୍ର ସଚିବ ତାଙ୍କୁ ନିଲମ୍ବନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?