Posted inଜାତୀୟ

ଅର୍ଣ୍ଣବ-ବିଏଆର୍‌ସି ପୂର୍ବତନ ସିଇଓଙ୍କ ଚାଟ୍‌ ଭାଇରାଲ

ମୁମ୍ବାଇ, ୧୭।୧: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଗିରଫ ହୋଇଥିବା ଟିଭି ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ ମଧ୍ୟରେ ହ୍ବାଟ୍ସଆପ୍‌ ଚାଟ୍‌ର ସ୍କ୍ରିନ୍‌ଶଟ୍‌ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହା ଅର୍ଣ୍ଣବଙ୍କ ଅଡ଼ୁଆ ବଢ଼ାଇପାରେ ବୋଲି ଚର୍ଚ୍ଚା ହେଉଛି। ୨୦୧୯ରେ ଅର୍ଣ୍ଣବ ଓ ଦାସଗୁପ୍ତାଙ୍କ ମଧ୍ୟରେ ଟିଆର୍‌ପିକୁ ନେଇ ଏହି କଥାବାର୍ତ୍ତା ହୋଇଥିବା ଜଣାପଡ଼ିଛି। ଟିଆର୍‌ପି ଦୁର୍ନୀତିରେ ମୁମ୍ବାଇ ପୋଲିସ ଦାଖଲ କରିଥିବା ଅତିରିକ୍ତ ଚାର୍ଟଶିଟ୍‌ରେ ଏହା ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌-ଶ୍ରୀ ଯୋଜନା: ୧୪,୫୦୦ ସ୍କୁଲ୍‌ର ଉନ୍ନତୀକରଣ ହେବ

ନୂଆଦିଲ୍ଲୀ,୬।୯: ଭାରତର ୧୪,୫୦୦ ସ୍କୁଲ୍‌ର ବିକାଶ ତଥା ଉନ୍ନତୀକରଣ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପିଏମ୍‌-ଶ୍ରୀ (ପ୍ରଧାନମନ୍ତ୍ରୀ ସ୍କୁଲ୍‌ ଫର୍‌ ରାଇଜିଂ ଇଣ୍ଡିଆ) ଯୋଜନା...

ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ...

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ...

କେନ୍ଦ୍ରର ଅଧ୍ୟାଦେଶ ମାମଲାକୁ ୫ ଜଣିଆ ସମ୍ବିଧାନ ବେଞ୍ଚକୁ ପଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଅଧିକାରୀମାନଙ୍କ ଉପରେ ନିୟନ୍ତ୍ରଣ ସହ ଜଡିତ କେନ୍ଦ୍ରର ଅଧ୍ୟାଦେଶର ମାମଲାକୁ ସୁପ୍ରିମକୋର୍ଟ ୫ ଜଣିଆ ସମ୍ବିଧାନ ବେଞ୍ଚକୁ ପଠାଇଛନ୍ତି। ପ୍ରଧାନ ବିଚାରପତି କହିଛନ୍ତି...

ନଦୀକୁ ଖସିଲା ଟ୍ରାକ୍ଟର, ୧୪ରୁ ଅଧିକଙ୍କ ମୃତ୍ୟୁ ଆଶଙ୍କା…

ଲକ୍ଷ୍ନୌ,୧୫।୪ : ଶନିବାର ଅପରାହ୍ନରେ ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପ୍ରାୟ ୪୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଟ୍ରଲି...

ଉଡ଼ନ୍ତା ବିମାନରେ ପ୍ରସବ

ନୂଆଦିଲ୍ଲୀ,୧୮।୩: ବେଙ୍ଗାଲୁରୁରୁ ଜୟପୁର ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ସକାଳେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଛି। ୬ଇ ୪୬୯ ବିମାନଟି ଆକାଶରେ ଉଡ଼ୁଥିବାବେଳେ...

ଝାଡ଼ଖଣ୍ଡ ନିର୍ବାଚନ: ୫୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୧।୧୧(ପି.ଟି.): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ଭାଜପା ରବିବାର ପ୍ରଥମ ପର୍ଯ୍ୟାୟରେ ୫୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛିି। ଭାଜପା ପୁଣି ଥରେ କ୍ଷମତାରେ ରହିବା...

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ...

Advertisement
Archives

Model This Week