ଦୁର୍ଘଟଣାରେ ଆଖି ବୁଜିଲେ ଖେମୁଣ୍ଡି କଲେଜ ପୂର୍ବତନ ଅଧ୍ୟକ୍ଷ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର) ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଡେଙ୍ଗାପଦର ସରକାରୀ ମଦଭାଟି ନିକଟରେ  ବୁଧବାର ଅପରାହ୍ନରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ପୂର୍ବତନ ଅଧ୍ୟକ୍ଷ ମୂରଲୀଧର ପ୍ରଧାନ (୬୬)ଙ୍କ ମୃତ୍ୟୁ ଘଟିଛି।
ସୂଚନାନୁଯାୟୀ, ବ୍ରହ୍ମପୁର ତୁଳସୀ ନଗରରେ ରହୁଥିବା ଅଧ୍ୟକ୍ଷ ପ୍ରଧାନ ଏକ ସ୍କୁଟିରେ ନିଜ ଗ୍ରାମ ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତର ହାତୀଆଡି ଗ୍ରାମକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା କିପରି ଘଟିଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଖବର ଲେଖା ଯାଏ ପୋଲିସ ନିକଟରେ ମଧ୍ୟ ଅଭିଯୋଗ ପହଞ୍ଚି ନଥିବା ବ୍ରହ୍ମପୁର ସଦର ଥାନା ଆଇଆଇସି କହିଛନ୍ତି। ତେବେ ବିଶ୍ବସ୍ତ ସୂତ୍ରରୁ ସୂଚନା ପ୍ରକାରେ ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଥିବା ବେଳେ ସା ପ୍ରାୟ ୬ଟାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଖବର ଜଣାପଡିବା ପରେ ଖେମୁଣ୍ଡି କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ଅଧ୍ୟାପିକା ,ଅଧ୍ୟାପକ ଓ କର୍ମଚାରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri