ପୂର୍ବତନ ଛତ୍ରପୁର ବିଧାୟକ ଆଦିକନ୍ଦ ସେଠୀଙ୍କ ବିୟୋଗ

ଗଞ୍ଜାମ,୨୨।୯(ଡି.ଏନ୍‌.ଏ.): ଛତ୍ରପୁର ନିର୍ବାଚନମଣ୍ଡଳୀ ପୂର୍ବତନ ବିଧାୟକ ତଥା ଶିକ୍ଷକ ନେତା ଆଦିକନ୍ଦ ସେଠୀଙ୍କ ଗୁରୁବାର ଭୋର ୪ଟାରେ ଅକାଳ ବିୟୋଗ ଘଟିିଛି । ବୁଧବାର ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ପରିବାରଲୋକେ ତାଙ୍କୁ ଖଲିକୋଟ ମେଡିକାଲ ନେଇଥିଲେ l ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି । ଆଦିକନ୍ଦଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ରମ୍ଭା ସ୍ଥିତ ତାଙ୍କ ବାସଭବନକୁ ଶେଷ ଦର୍ଶନ ପାଇଁ ବିଭିନ୍ନ ବର୍ଗର ନେତା, ଶୁଭେଚ୍ଛୁଙ୍କ ଧାଡି ଲାଗିବା ସହ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ବର୍ଗତ ସେଠୀ ୨୦୦୯ ରୁ ୨୦୧୪ ପର୍ଯ୍ୟନ୍ତ ଛତ୍ରପୁର ନିର୍ବାଚନମଣ୍ଡଳୀରୁ ବିଧାୟକ ହୋଇଥିଲେ । ସେ ଭାରତୀୟ କମ୍ୟୁନିଷ୍ଟ ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ବର୍ତ୍ତମାନ ସେ ବିଜେଡିରେ ଥିଲେ । ଏହାଛଡ଼ା ସେ ଜଣେ ଭଦ୍ର ଓ ଧର୍ମ ପରାୟଣ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?