Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ପଜିଟିଭ, ସ୍ବାଇନ ଫ୍ଲୁରେ ବି ପୀଡିତ

ଜୟପୁର,୩।୨: ସମଗ୍ର ବିଶ୍ୱକୁ ଥରାଇ ଦେଇଥିବା କରୋନା ଜୀବାଣୁ ଏପର୍ଯ୍ୟନ୍ତ ହାର ମାନୁ ନାହିଁ। ପାଣିପାଗର ପରିବର୍ତ୍ତନ ସହିତ କରୋନା ଜୀବାଣୁ ଦେଶର ଅନେକ ସ୍ଥାନରେ ଏହାର କାୟା ବିସ୍ତାର କରୁଛି। ଏବେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ କରୋନା ଭାଇରସର ଶିକାର ହୋଇଛନ୍ତି। ଏହା ବ୍ୟତୀତ ସେ ସ୍ବାଇନ ଫ୍ଲୁରେ ମଧ୍ୟ ପୀଡିତ ହୋଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି।
ଅଶୋକ ଗେହଲଟ ମାଇକ୍ରୋବ୍ଲଗିଂ ସାଇଟରେ ଲେଖିଛନ୍ତି ଆପଣ ସମସ୍ତେ ମଧ୍ୟ ଆପଣଙ୍କ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri