Odisha Elections 2024

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି ଅବସରରେ ଜେଏମ୍‌ଏମ୍‌ ନେତା ଏବଂ କର୍ମୀ ତାଙ୍କୁ ସ୍ବାଗତ କରି ପାଛୋଟି ଆଣିଥିଲେ।

ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ବୀରମିତ୍ରପୁର ନିବାଚନ ମଣ୍ଡଳୀ ନିମନ୍ତେ ଇଣ୍ଡିଆମେଣ୍ଟର ଜେଏମଏମ୍‌ ପ୍ରାର୍ଥୀ ନିହାର ସୁରିନଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ କର୍ମୀ ଏବଂ ନେତାଙ୍କୁ ନିବେଦନ କରିଥିଲେ। ସୂଚନା ଯୋଗ୍ୟ, ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଜେଏମ୍‌ଏମ୍‌ ଗତ ରବିବାର ପ୍ରାର୍ଥୀ ଘୋଷଣା କରିଥିଲା। ନିହାର ସୁରିନଙ୍କୁ ଭରସା କରି ଦଳ ତାଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ...

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରୁ କଟାଯାଇଛି ଟେଲିଫୋନ, ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୁମ୍‌ରୁ ଟେଲିଫୋନ କଟାଯାଇଛି। ନବୀନଙ୍କ ସାକ୍ଷାତକାରରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ। ଧର୍ମେନ୍ଦ୍ର କହିଛନ୍ତି, ନବୀନ ନିବାସର ନବୀନଙ୍କ...

‘କେବଳ ଏକା ପାଣ୍ଡିଆନ୍‌ କାହିଁକି ମାଇକ୍‌ ଧରୁଛନ୍ତି’, ନବୀନଙ୍କ ସାକ୍ଷାତକାର ପରେ ହିମନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତକାର ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପ୍ରତିକ୍ରିୟା ରଖିଛନ୍ତି। ହିମନ୍ତ କହିଛନ୍ତି, ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ...

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର...

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ...

ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ...

‘ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ, ତା’ହେଲେ…’, ମୋଦିଙ୍କୁ କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ଏକ ସାକ୍ଷାତକାର ନବୀନ କହିଛନ୍ତି, ମୋ ସ୍ବାସ୍ଥ୍ୟାବସ୍ଥା...

ରାତି ୯ରେ ମଦ ଦୋକାନ, ୧୦ଟାରେ ବଜାର ବନ୍ଦ

ବ୍ରହ୍ମପୁର,୩୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ନିର୍ବାଚନ ପୂର୍ବରୁ ଓ ପରେ କେତେକ ହିଂସା ଘଟିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri