Posted inଜାତୀୟ

ଇସ୍ତଫା ଦେଲେ ପୂର୍ବତନ ମୂଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ, ୧୬।୪: କର୍ନାଟକର ପୂର୍ବତନ ମୂଖ୍ୟମନ୍ତ୍ରୀ ଜଗଦୀଶ ଶେଟର ଭାଜପାର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ଏଥସହ ସେ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଇସ୍ତଫା ପରେ ସେ କହିଛନ୍ତି, ଭବିଷ୍ୟତକୁ ସେ ନେଇ ସେ କ’ଣ ଯୋଜନା ରଖିଛନ୍ତି ଆଗକୁ ଖୁଲାସା କରିବେ। ସେ କେଉଁ ଦଳରେ ଠିଆ ହେବେ କିମ୍ବା ନିର୍ଦଳୀୟ ନିର୍ବାଚନ ଲଢିବେ ସେ ବିଷୟରେ ମଧ୍ୟ ଜଣାଇବେ। ଜଗଦୀଶ ହୁବଲି ସେଣ୍ଟ୍ରାଲ ସିଟ୍‌ରୁ ବହୁଥର ବିଧାୟକ ରହିଛନ୍ତି। କିନ୍ତୁ ଏବେ ଟିକେଟ୍‌ ନ ମିଳିବାରୁ ା ସେ ଅସନ୍ତୋଷ ହୋଇ ଦଳ ଛାଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri