Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ,୨ା୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ଶିବୁ ସୋରେନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଶନିବାର ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରରେ ରଖାଯାଇଛି। କିଡ୍‌ନୀ ସମ୍ବନ୍ଧୀୟ ସମସ୍ୟା ପାଇଁ ୮୧ ବର୍ଷୀୟ ଶିବୁ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀର ଶ୍ରୀ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜେଏମ୍‌ଏମ୍‌ର ପ୍ରତିଷ୍ଠାତା ଶିବୁ ସୋରେନ୍‌ ୩୮ ବର୍ଷ ଧରି ଏହାର ନେତୃତ୍ୱ ନେଇଥିଲେ। ଶନିବାର ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ୍‌ଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଆପୋଲୋ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri