ପୂର୍ବତନ ସିଜେଆଇ ଏ.ଏମ୍‌. ଅହମଦୀଙ୍କ ପରଲୋକ

ନୂଆଦିଲ୍ଲୀ, ୨ା୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଅଜିଜ୍‌ ମୁଶାବର ଅହମଦୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଦକ୍ଷିଣ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଆଇନଜୀବୀ ମେହମୁଦ୍‌ ପ୍ରାଚା କହିଛନ୍ତି। ୧୯୮୮ ଡିସେମ୍ବରରେ ଅହମଦି ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପାଇଥିଲେ। ସେ ୧୯୯୪ ଅକ୍ଟୋବର ୨୫ରେ ପ୍ରଧାନ ବିଚାରପତି ହୋଇ ୧୯୯୭ ମାର୍ଚ୍ଚ ୨୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri