ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋରରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ନବୀନ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ସର୍ଗତ ଚାରୁଶୀଳା ଜଣେ ନମ୍ର, ସ୍ନେହୀ ଓ ଧର୍ମପରାୟଣ ମହିଳା ଥିଲେ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନବୀନ ସମବେଦନା ଜଣାଇଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri