Posted inଜାତୀୟ

ଫାରୁଖ ଅବଦୁଲ୍ଲା କରୋନା ସଂକ୍ରମିତ: ପୂରା ପରିବାର ଏବେ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୩୦।୩: ନ୍ୟାଶ୍‌ନାଲ କନଫରେନ୍ସ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ପୁଅ ଓମାର ଅବଦୁଲ୍ଲା ଟୁଇଟ କରି ଏ ବିଷୟରେ ସୂଚନା ଦେଇଛନ୍ତି। ସେ କହିଥିଲେ ଯେ, ମୋ ବାପାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ହୋଇଛି ଏବଂ ତାଙ୍କ ଶରୀରରେ କରୋନା ସଂକ୍ରମଣର କିଛି ଲକ୍ଷଣ ମଧ୍ୟ ପ୍ରକାଶ ପାଇଛି। ଓମାର ଆହୁରି କହିଛନ୍ତି ଯେ, କରୋନା ଟେଷ୍ଟ ଶେଷ ନ ହେବା ପର୍ଯ୍ୟନ୍ତ ମୁଁ ଏବଂ ଆମର ପୁରା ପରିବାର କ୍ୱାରାଣ୍ଟାଇନରେ ରହିବୁ। ଏହା ସହିତ ଗତ କିଛି ଦିନ ମଧ୍ୟରେ ସେମାନଙ୍କ ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri