Posted inଜାତୀୟ

ବିଗିଡିଲା କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୧୮ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ଶନିବାର ପର୍ଯ୍ୟନ୍ତ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେଉଥିବା ବେଳେ ରବିବାର ହଠାତ୍ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଏହାସହ ପେଟରେ ଯନ୍ତ୍ରଣା ମଧ୍ୟ ହୋଇଥିଲା । ଏବେ ସେ ଅକ୍ସିଜେନ ସପୋର୍ଟରେ ଥିବା ଜଣାପଡିଛି । କୁହାଯାଉଛି କି ଏହା ବୋଧହୁଏ କୌଣସି ନୂଆ ଇନଫେକ୍ସନ । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣିଥରେ ତାଙ୍କ ସ୍ୱାସ୍ଥ୍ରାବସ୍ଥା ପଚାରି ବୁଝିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ସୂଚନାଯୋଗ୍ୟ, ୮୯ ବର୍ଷିୟ କଲ୍ୟାଣ ସିଂଙ୍କୁ ଜୁଲାଇ ୪ତାରିଖ ସନ୍ଧ୍ୟାରେ ଏସ୍‌ଜିପିଜିଆଇରେ ଭର୍ତ୍ତି କରାଯାଇଥିଲା । ଏହା ପୂର୍ବରୁ ରାମ ମନୋହର ଲୋହିୟା ଆୟୁର୍ବେଦ ସଂସ୍ଥାନରେ ତାଙ୍କର ଚିକିତ୍ସା ଚାଲୁଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri