Posted inଜାତୀୟ

ମୃତ ଅବସ୍ଥାରେ ମିଳିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ଟି ରାମାରାଓଙ୍କ ଝିଅ

ହାଇଦ୍ରାବାଦ,୧ ।୮: ତେଲେଙ୍ଗାନାର ଟିଡିପି ସଂସ୍ଥାପକ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନଟି ରାମାରାଓଙ୍କ ଝିଅ ଉମା ମାହେଶ୍ୱରିଙ୍କ ପରଲୋକ ହୋଇଛି । ହାଇଦ୍ରାବଦରେ ସେ ତାଙ୍କ ନିଜ ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ପହଞ୍ଚିବା ସହ ମୃତଦେହକୁ ଉଦ୍ଧାର କରି ସ୍ଥାନୀୟ ସରକାରୀ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ସିଆରପିସି ଧାରା ୧୭୪ ଅନୁଯାୟୀ ଏକ ମାମଲା ରୁଜୁ କରାଯିବା ସହ ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି ।
ତେବେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ । ଏହାସହ ଏହା ହତ୍ୟା ନା ଆତ୍ମହତ୍ୟା ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟ ସୃଷ୍ଟି କରୁଛି ତୃତୀୟ ଲହର: ୧୧ ଦିନରେ ୫୪୩ ଶିଶୁ କରୋନା ପଜିଟିଭ

ବେଙ୍ଗାଲୁରୁ,୧୩ ।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଶିଶୁମାନେ କରୋନାରେ ଆକ୍ରାନ୍ତ ହେବା ଏବେ ଉଭୟ ଅଭିଭାବକ ଓ ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି । ୧ରୁ...

‘ମୃତ୍ୟୁ ପ୍ରମାଣପତ୍ରରେ ରହୁ ମୋଦିଙ୍କ ଫଟୋ’

ଚଣ୍ଡିଗଡ଼, ୧୯ା୪: ଟିକା ପ୍ରମାଣପତ୍ରରେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରେୟ ନେବାକୁ ନିଜ ଫଟୋ ଛାପୁଛନ୍ତି ତେବେ କୋଭିଡ୍‌ରେ ପ୍ରାଣ ହରାଉଥିବା ଲୋକଙ୍କ ମୃତ୍ୟୁ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ...

ମାର୍ଗଦର୍ଶକଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୩୦ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ର ୧୦୦ତମ ଏପିସୋଡ୍‌ରେ ତାଙ୍କ ପରାମର୍ଶଦାତା ତଥା ମାର୍ଗଦର୍ଶକଙ୍କୁ ମନେ ପକାଇଛନ୍ତି। ଏହି...

ଆର୍‌ଏସ୍‌ଏସ୍ କୁ ତାଲିବାନ ସହ ତୁଳନା କଲେ ଦିଗ୍‌ବିଜୟ, କହିଲେ ମହିଳାଙ୍କ ପ୍ରତି ଦୁହିଁଙ୍କ ବିଚାରଧାରା ସମାନ

ନୂଆଦିଲ୍ଲୀ,୧୦ ।୯: କର୍ମଜୀବୀ ମହିଳାଙ୍କୁ ନେଇ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ବୟାନ ପରେ କଂଗ୍ରେସ ନେତା ତଥା ମଧ୍ୟ ପ୍ରଦେଶର...

ମୋଦି ସରକାରଙ୍କୁ ରାହୁଲ ଧନ୍ୟବାଦ୍‌ ଦେବା ଉଚିତ୍‌:ଭାଜପା

ନୂଆଦିଲ୍ଲୀ,୩୧।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ସୋମବାର ଜମ୍ମୁ କଶ୍ମୀରରେ ଶେଷ ହୋଇଛି। ଏହି ଯାତ୍ରା ଗତ ବର୍ଷ ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା।...

ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି...

କରୋନାକୁ ପୂରିଲା ୧୦୧ ଦିନ: ଉଦାହରଣ ପାଲଟିଲା କେରଳ, ମହାରାଷ୍ଟ୍ରରେ ସ୍ଥିତି ଅଣାୟତ

ନୂଆଦିଲ୍ଲୀ,୧୦।୫: କରୋନା ଭାଇରସ ବିରୋଧରେ ସାରା ଦେଶ ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ଏବେ ଭାରତରେ କରୋନାକୁ ପୂରଣ ହୋଇଛି ୧୦୧ ଦିନ। ଏହି...

Advertisement
Archives

Model This Week