Posted inଜାତୀୟ

କଂଗ୍ରେସକୁ ଲାଗିବ ବଡ ଝଟ୍‌କା

ପଣଜୀ,୭ ।୧୨: ଗୋଆରେ କଂଗ୍ରେସକୁ ବଡ ଝଟ୍‌କା ଲାଗିପାରେ । ପୂର୍ବତନ ମୁଖ୍ୟମନ୍ତ୍ରୀ ରବି ନାଇକ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇପାରନ୍ତି । ମହାରାଷ୍ଟ୍ରବାଦୀ ଗୋମାଂତକ ପାର୍ଟି(ଏମ୍‌ଜିପି)ରୁ ରାଜନୀତିର କ୍ୟାରିୟର ଆରମ୍ଭ କରିଥିବା ରବି ନାଇକ ପରେ କଂଗ୍ରେସରେ ସାମିଲ ହୋଇଥିଲେ । ଏବେ ସେ କଂଗ୍ରେସ ଛାଡି ଭାଜପାରେ ସାମିଲ ହେବେ ବୋଲି ଜଣାପଡିଛି । ରବି ନାଇକ ୨୫ ଜାନୁୟାରୀ ୧୯୯୧ରୁ ୧୮ ମେ ୧୯୯୩ ଓ ୨ ଏପ୍ରିଲ ୧୯୯୪ରୁ ୮ ଏପ୍ରଲ ୧୯୯୪ ପର୍ଯ୍ୟନ୍ତ ଗୋଆ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ ।
ଦ୍ୱିତୀୟଥର ଲାଗି ରବି ନାଇକ ଭାଜପାରେ ସାମିଲ ହେବାକୁ ଯାଉଛନ୍ତି । ୨୦୦୦ରେ ସେ ଭାଜପାରେ ସାମିଲ ହୋଇଥିଲେ । ଯେତେବେଳେ ମନୋହର ପାରିକର କିଛି ଦଳର ବିଧାୟକଙ୍କ ସମର୍ଥନ ସହ ସରକାର ଗଠନ କରିଥିଲେ । ତାଙ୍କ ସରକାରରେ ନାଇକ ଉପ ମୁଖ୍ୟମନ୍ତ୍ରୀ ଥିଲେ । ହେଲେ ୨୦୦୨ରେ ବିଧାନସଭା ନିର୍ବାଚନ ପୂର୍ବରୁ ସେ ଭାଜପାରୁ ଇସ୍ତଫା ଦେଇ କଂଗ୍ରେସରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

କାର୍ଯ୍ୟରେ ଅବହେଳା କଲେ କଠୋର କାର୍ଯ୍ୟାନୁଷ୍ଠାନ: ୬ ଅଧିକାରୀଙ୍କୁ ବହିଷ୍କାର କଲା ରେଲଓ୍ବେ

ନୂଆଦିଲ୍ଲୀ,୨୦।୩: ପ୍ରଶାସନିକ କଠୋରତା ପ୍ରଦର୍ଶନ କରି, ଭାରତୀୟ ରେଲଓ୍ବେ ଛଅ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଭାବରେ ଅବସର ଦେଇଛି ଯେଉଁମାନେ ସେମାନଙ୍କ କର୍ତ୍ତବ୍ୟ ସମୟରେ ସନ୍ତୋଷଜନକ…

ତେଲ-ଗ୍ୟାସ ପରେ ଏବେ ବନ୍ଦ ହୋଇଯିବ ଇଣ୍ଟରନେଟ ସେବା! ଘନଉଛି ବିପଦ, ଭାରତ ସମେତ…

ତେହରାନ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଆଉ କେବଳ ତେଲ ଏବଂ ଗ୍ୟାସ ପର୍ଯ୍ୟନ୍ତ ସୀମିତ ନୁହେଁ। ଇରାନ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଶକ୍ତି ଯୋଗାଣକୁ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri