ପୂର୍ବତନ କର୍ପୋରେଟରଙ୍କୁ ମାଡ଼ ଅଭିଯୋଗ

ଭୁବନେଶ୍ୱର ୨୫।୩ (ବ୍ୟୁରୋ): ବିଏମ୍‌ସି ପାଇଁ ମତଦାନ ଚାଲିଥିବାବେଳେ ୫୮ ନଂ ୱାର୍ଡର ସ୍ବାଧୀନ ପାର୍ଥିନୀ ନମିତା ମହାପାତ୍ରଙ୍କ ଭାଇ ତଥା ପୂର୍ବତନ କର୍ପୋରେଟର ମଳୟ କୁମାର ମହାପାତ୍ରଙ୍କୁ ବ୍ରହ୍ମେଶ୍ୱରପାଟଣାସ୍ଥିତ ବୁଥ୍‌ ପରିସରରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସେ ବରଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ତଦନ୍ତ ଚାଲିଥିବା ବଡ଼ଗଡ଼ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ କହିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ ପୋଲିସ ଯଦି କୌଣସି ପଦକ୍ଷେପ ନ ନିଏ ତେବେ ଆଗକୁ ସମର୍ଥକଙ୍କ ସହିତ ରାଜ ରାସ୍ତାକୁ ଓହ୍ଲାଇବେ ବୋଲି ମଳୟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଛେନା, ପନୀର ଦର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଆଜିଠୁ ମାର୍କେଟ୍‌ରେ କଞ୍ଚା ଛେନା ଓ ପନୀର ଦର ବୃଦ୍ଧି ପାଇଛି। ଛେନା କେଜି ପ୍ରତି ୧୫ ଟଙ୍କା ବଢ଼ିଥିବା ବେଳେ ପନିର କେଜି...

କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ...

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ...

ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୩୦।୯: ପିପିଲି ଉପନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି।...

ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା

ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍‌ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ...

ଦେଶର ୧ନଂ. ବନ୍ଦର ହେବ ପାରାଦୀପ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଏବେ ନୂତନ ପ୍ରଯୁକ୍ତି ବିଦ୍ୟା ଓ ବୈଷୟିକ ବ୍ୟବସ୍ଥା ଆପଣାଇଛି। ଏପରି ପରିବର୍ତ୍ତନରେ ପଣ୍ୟ କାରବାର ପ୍ରକ୍ରିୟା ତ୍ୱରାନ୍ବିତ ହେଲାଣି। ଗତ...

ଓଡ଼ିଶା ପ୍ରଗତିର ସଫଳ ପ୍ରୟୋଗଶାଳା: ରାଜ୍ୟପାଳ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଓଡ଼ିଶା ହେଉଛି ଏକ ଦିବ୍ୟଭୂମି। ଏଠାରେ ପ୍ରତ୍ୟେକ ଲୋକ ଦିବ୍ୟତାର ପ୍ରତୀକ। ସାଧାରଣ ଲୋକମାନଙ୍କ ଜୀବନଶୈଳୀରେ ଅଧ୍ୟାତ୍ମ ଭାବ ପ୍ରତିଫଳିତ ହୋଇଥାଏ। ସାମାଜିକ...

ବନ୍ୟା, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ହେବ ବୋଲି ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆସନ୍ତା ମୌସୁମୀ ସମୟରେ ବାତ୍ୟା ଓ...

Advertisement
Archives

Model This Week