ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ ସ୍ଥାନୀୟ ପ୍ରଶାସନ ଏବଂ ଶୀତ ମହୋତ୍ସବ କମିଟି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଏଥିରେ ପୂର୍ବତନ ଉପବାଚସ୍ପତି ମହୋତ୍ସବରେ ଯୋଗଦେବାକୁ ସହମତି ପ୍ରକାଶ କରିବା ସହ କମିଟିକୁ ଏହାର ସୁପରିଚାଳନା ଓ ଜିଲା ପ୍ରଶାସନ ପକ୍ଷରୁ ମହୋତ୍ସବ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ଜିଲାପାଳଙ୍କୁ ନିବେଦନ କରିବାକୁ ଶୀତ ମହୋତ୍ସବ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ପରାମର୍ଶ ଦେଇଛନ୍ତି।

କମିଟିର ସମ୍ପାଦକଙ୍କ ସମେତ ତହସିଲଦାର ତଥା କମିଟିର କୋଷାଧ୍ୟକ୍ଷ ଧୀରୋଜ ପାତ୍ର, ଅତିରିକ୍ତ ତହସିଲଦାର ଦୁଃଶାସନ ସ୍ବାଇଁ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ହୋଟେଲ ସଂଘର ସଭାପତି ଗିରିଶ ଚନ୍ଦ୍ର ସାହୁ, ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ପତିତପାବନ ରାଉତ ପ୍ରମୁଖ ଭେଟି ନିମନ୍ତ୍ରଣ ପତ୍ର ପ୍ରଦାନ ସହ ମଞ୍ଚରେ ଅତିଥି ଭାବେ ଯୋଗଦେବାକୁ ନିବେଦନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri