ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଛି। ଏନେଇ ଭିଜିଲାନ୍ସ ବିଭାଗ ପ୍ରେସ ରିଲିଜ କରିଛି। ଦୋଷୀ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ହେଉଛନ୍ତି ଶରତ ଚନ୍ଦ୍ର ନନ୍ଦ। ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୁର୍ନୀତି ନିବାରଣ ଆଇନରେ ତଦନ୍ତ କରି ଦୋଷ ପ୍ରମାଣ ହୋଇ ଚାର୍ଜସିଟ ଦାଖଲ କରାଯାଇଥିଲା।

ସେ ୨୦୦୪-୨୦୦୫ ଏବଂ ୨୦୦୫-୨୦୦୬ ସମୟ ମଧ୍ୟରେ ଚମ୍ପୁଆ ବ୍ଲକର ସିମେଣ୍ଟ ଷ୍ଟକ ଏବଂ ଇସ୍ୟୁ ରେଜିଷ୍ଟରରେ ହେରାଫେରି କରି ସରକାରୀ ଟଙ୍କା ଆତ୍ମସାତ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଭିଜିଲାନ୍ସ ବିଭାଗ ତଦନ୍ତ କରିଥିଲା। ଆଜି ସୱତନ୍ତ୍ର ବିଚାରପତି, କେନ୍ଦୁଝର ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ପାଇଁ ସଶ୍ରମ କାରାଦଣ୍ଡ ଏବଂ ୧୦,୦୦୦/- ଟଙ୍କା ଜରିମାନାରେ ଦଣ୍ଡିତ ହୋଇଥିଲେ। ଚମ୍ପୁଆ ବ୍ଲକର ପୂର୍ବତନ ଡେଭଲପମେଣ୍ଟ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ (ଅବସରପ୍ରାପ୍ତ) ଶରତ ଚନ୍ଦ୍ର ନନ୍ଦଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କ ପେନସନ ବନ୍ଦ କରିବା ପାଇଁ ଓଡ଼ିଶା ଭିଜିଲାନ୍ସ ସୁପାରିଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri