ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏହି ସମ୍ବେଦନଶୀଳ ମାମଲାର ବିଚାର କରି ପୂର୍ବତନ ଜିଲାପାଳଙ୍କ ସମେତ ଅନ୍ୟ ଦୁଇଜଣ ଅଭିଯୁକ୍ତଙ୍କୁ ୧ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହିତ ଦୋଷୀ ସାବ୍ୟସ୍ତ ପୂର୍ବତନ ଜିଲାପାଳଙ୍କ ସରକାରୀ ପେନ୍‌ସନ୍‌ ସମ୍ପୂର୍ଣ୍ଣ ରଦ୍ଦ କରିବା ପାଇଁ ଭିଜିଲାନ୍ସ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିକଟରେ ଆନୁଷ୍ଠାନିକ ସୁପାରିସ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri