ପରପାରିରେ ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌

ବରଗଡ଼ ଅଫିସ,୨୭।୩: ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଥିଲେ । ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ। ପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଦେହାନ୍ତରେ ଜିଲାରେ ଶୋକରଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ

ବନ୍ତଳା,୨୬ା୧୨ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ...

ଉଚ ଚିକିଛା ଲାଗି ଟଁକା ଅଭାବ

ଜହ୍ନାପଙ୍କ, ୧୩।୧୦ (ଡି.ଏନ୍‌.ଏ.)- ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଁଚେତ୍‌ର ନାରାୟଣନଗରର ଗୋବର୍ଦ୍ଧନ ତରିଆ(୪୪)। ସେ ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଏନ୍‌ତାଥି ସେ ଗୁଟେ ବାଡ଼ି...

ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ

ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍‌ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର...

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ...

ସୁବର୍ଣ୍ଣରେଖାରେ ପୁଣି ବନ୍ୟା -୨୫ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୪।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡ ରାଞ୍ଚତ୍ ମାଳଭୂମି ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହୁଥିବାରୁ ପ୍ରବଳ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଚାନ୍ଦିଲି ଡ୍ୟାମ୍‌ ସହିତ ଗାଲୁଡିହି,...

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ଦୃଷ୍ଟିଶକ୍ତି ହରାଇଲେ ବୃଦ୍ଧା

ଢେଙ୍କାନାଳ ଅଫିସ, ୬ା୨: ଢେଙ୍କାନାଳ ସହର ଉପକଣ୍ଠ ମହିଷାପାଟ ଅଞ୍ଚଳରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ବୃଦ୍ଧାଙ୍କ ଦୃଷ୍ଟିଶକ୍ତି...

ଗ୍ରାହକ ସାଜି ମଦ ବ୍ୟବସାୟୀଙ୍କୁ ଧରିଲା ପ୍ରଶାସନ

ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ...

ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ୍‌.ଏ): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା...

Advertisement
Archives

Model This Week