Posted inଖେଳ

କ୍ରିକେଟ ଜଗତରେ ଶୋକ: ଆଖିବୁଜିଲେ ଏହି ମହାନ ଖେଳାଳି

ଇଲଂଣ୍ଡ ପାଇଁ ୪ଟି ଟେଷ୍ଟ ଏବଂ ୧୫ଟି ଦିନିକିଆ ଅନ୍ତରାଷ୍ଟ୍ରିୟ ମ୍ୟାଚ୍‌ ଖେଳିସାରିଥିବା ପୂର୍ବତନ କ୍ରିକେଟର ରବିନ ଜ୍ୟାକ୍‌ମ୍ୟାନ୍‌ଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ଅନ୍ତରାଷ୍ଟ୍ରୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଏହି ଶୁକ୍ରବାର ସୂଚନା ଦିଆଯାଇଛି।
ଆଇସିସି ସୂଚନା ଦେଇ କହିଛି, ଆମେ ମହାନ ସମୀକ୍ଷକ ତଥା ଇଂଲଣ୍ଡର ପୂର୍ବତନ ବୋଲର ରବିନ ଜ୍ୟାକେମ୍ୟାନଙ୍କ ମୃତ୍ୟୁରେ ଦୁଖିତ। ତାଙ୍କ ପରିବାର ଏକ ସାଙ୍ଗମାନଙ୍କୁ କ୍ରିକେଟ ଜଗତ ପକ୍ଷରୁ ସମବେଦନା।
ଜ୍ୟାକ୍‌ମ୍ୟାନ୍‌ ୧୯୬୬ରୁ ୧୯୮୨ ମଧ୍ୟରେ ୩୯୯ ଦିନିକିଆ ମ୍ୟାଚ୍‌ରେ ୧୪୦୨ ଓ୍ବିକେଟ୍‌ ନେଇଥିଲେ। କ୍ରିକେଟରୁ ଅବସର ପରେ ସେ ସ୍ତ୍ରୀଙ୍କ ସହ ଦକ୍ଷିଣ ଆଫ୍ରିକାରେ ରହିଥିଲେ। କ୍ରିକେଟ ପରେ ରବିନ୍‌ ଜଣେ ସମୀକ୍ଷକ ଭାବେ ବେଶ୍‌ ପ୍ରସିଦ୍ଧ ହୋଇଥିଲେ।
୧୯ ୭୪ରେ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ଡେବ୍ୟୁ କରିଥିଲେ ଜ୍ୟାକ୍‌ମ୍ୟାନ୍‌।ଶେଷ ଥର ପାଇଁ ସେ ୧୯୮୩ରେ ଶେଷ ମ୍ୟାଚ୍‌ ଖେଳିଥିଲେ। ମାତ୍ର ତାଙ୍କର ଦିନିକିଆ କ୍ୟାରିୟର ୧୯୬୬ରୁ ଆରମ୍ଭ ହୋଇଥିଲା। ସେବେଠାରୁ ସେ ୧୯୮୨ ପର୍ଯ୍ୟନ୍ତ କ୍ରିକେଟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri