ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୪।୬(ବ୍ୟୁରୋ): ଆର୍‌ଡବ୍ଲୁଏସ୍‌ଏସ୍‌(ଗ୍ରାମ୍ୟ ପାନୀୟଜଳ ଓ ପରିମଳ) କଟକ ଡିଭିଜନ-୨ର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିବରାମ ବିଶ୍ୱାଳଙ୍କୁ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ହୋଇଛି। ଜରିମାନା ଅନାଦେୟ ୬ମାସ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦିଆଯାଇଛି। ସେ ପ୍ରାୟ ୨୩ ଲକ୍ଷ ୮୩ ହଜାର ୭୮୬ ଟଙ୍କା ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନି ଆବେଦନ ପାଇଁ ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୨ା୫(ପି.ଟି.): ପଶ୍ଚିମବଙ୍ଗର ୩୧ଟି ନିର୍ବାଚନମଣ୍ଡଳୀରେ ସଦ୍ୟସମାପ୍ତ ନିର୍ବାଚନରେ ବିଜୟ ବ୍ୟବଧାନ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ କଟିଥିବା ଭୋଟର ସଂଖ୍ୟାଠାରୁ କମ୍‌ ବୋଲି ଦାବି…

ଏହିସବୁ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ବରଗଡ,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ସୋମବାର ଭୁବନେଶରସ୍ଥିତ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ ସମୟରେ ସେ ବରଗଡ଼ ସଂସଦୀୟ କ୍ଷେତ୍ରର…

ମୁଣ୍ଡରେ ପଗଡ଼ି ଭିଡ଼ି ଟ୍ରାକ୍ଟର ଚଳାଇଲେ ବିଧାୟକ: ଆଉ ତା’ପରେ ଘଟିଲା…

ବରଗଡ,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ବରଗଡ଼ ନିୟନ୍ତ୍ରିତ ବଜାର କମିଟିରେ ଏହାର ଶୁଭାରମ୍ଭ କରିବା ଅବସରରେ ପୂଜାପାଠ କରିବା…

ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ, ୧୨ ଆହତ

ରାଜଗଡ଼,୧୨।୫: ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ପାଚୋର ସହରରୁ ଏକ ବଡ଼ ଖବର ଆସିଛି, ଯେଉଁଠାରେ ସହରର ମଧ୍ୟଭାଗରେ ଅବସ୍ଥିତ ଚୁନ୍ନାଲାଲ-ମୁନ୍ନାଲାଲ ଭାରତ ପେଟ୍ରୋଲ ପମ୍ପରେ ସୋମବାର ରାତିରେ…

ବିକ୍ରି ହୋଇନି ଖରିଫ୍‌ ଧାନ: ଇଚ୍ଛାମୃତ୍ୟୁ ଆବେଦନ କଲେ ରୋହିତ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାରରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍ୟପଟେ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଅମଳ ଧାନ ବିକ୍ରି…

ପଞ୍ଚମ ଶ୍ରେଣୀ ବହିରେ ଗୁରୁତର ତ୍ରୁଟି: ଅଭିଯୋଗ ଉଠାଇଲେ ଶିକ୍ଷାବିତ୍‌

ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ):ଜାତୀୟ ଶିକ୍ଷାନୀତି (ଏନ୍‌ଇପି) ୨୦୨୦ ଆଧାରରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିଛି। ହେଲେ ଏଯାଏ ପାଠ୍ୟ ପୁସ୍ତକ ସବୁ ପିଲାଙ୍କ ପାଖରେ ପହଞ୍ଚତ୍ପାରି…

ଫିଲିପାଇନ୍ସ ଉପରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ନିମ୍ନ ସଦନରେ ଗୃହୀତ

ମାନିଲା,୧୨ା୫:ଫିଲିପାଇନ୍ସ ଉପରାଷ୍ଟ୍ରପତି ସାରା ଡୁଟେର୍ଟେଙ୍କୁ ବହିଷ୍କାର ପାଇଁ ଅଣାଯାଇଥିବା ମହାଭିଯୋଗ ପ୍ରସ୍ତାବ ଦେଶର ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସରେ ସୋମବାର ସଂଖ୍ୟାଧିକ ଭୋଟରେ ଗୃହୀତ ହୋଇଛି। ଆୟ ବହିର୍ଭୂତ…

୨୦୨୬ରେ ଆଶ୍ଚର୍ଯ୍ୟଜନକ କଥା: ୧୨ ମାସ ବଦଳରେ ହେବ ୧୩ ମାସ! ଜାଣନ୍ତୁ କାରଣ

ଇଂରାଜୀ କ୍ୟାଲେଣ୍ଡର ଅନୁସାରେ, ନୂତନ ବର୍ଷ ଜାନୁଆରୀ ମାସର ପ୍ରଥମ ଦିନ ଅର୍ଥାତ୍‌ ଜାନୁଆରୀ ୧ ତାରିଖରେ ଆରମ୍ଭ ହୁଏ। ତଥାପି, ହିନ୍ଦୁ ଧର୍ମରେ ବିକ୍ରମ ସମ୍ବତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri