Posted inଜାତୀୟ

ସୁଷମା ସ୍ବରାଜଙ୍କୁ ପଦ୍ମ ବିଭୂଷଣ ସମ୍ମାନ: ଝିଅ ନେଲେ ପୁରସ୍କାର

ନୂଆଦିଲ୍ଲୀ,୮।୧୧: ସୋମବାର ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ମରଣୋତ୍ତର ପଦ୍ମବିଭୂଷଣ ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କ ଝିଅ ବାଂଶୁରୀ ସ୍ବରାଜ ଏହି ପୁରସ୍କାର ଗ୍ରହଣ କରିଥିଲେ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସୋମବାର ଏହି ପୁରସ୍କାର ପ୍ରଦାନ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଦିଲ୍ଲୀରେ ପଦ୍ମ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ।
ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା ୧୪୧ ଜଣଙ୍କୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ବିଶାଳ ସମାରୋହରେ ୨୦୨୦ ବର୍ଷ ପାଇଁ ସମ୍ମାନିତ କରାଯାଇଛି। ମଙ୍ଗଳବାର ଅର୍ଥାତ୍‌ ଆସନ୍ତାକାଲି ୨୦୨୧ ପାଇଁ ୧୧୯ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରାଯିବ। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀ ଏବଂ ସୁଷମା ସ୍ବରାଜଙ୍କୁ ପଦ୍ମଭୂଷଣ ପରେ ପୁରସ୍କୃତ କରାଯାଇଥିଲା। ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କୁ ପଦ୍ମ ଭୂଷଣ ଏବଂ ଚଳଚ୍ଚିତ୍ର ଜଗତରେ ଅଭିନେତା କଙ୍ଗନା ରାଣାୱତ ଏବଂ ଗାୟକ ଅଦନାନ ସାମିଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri