Posted inଜାତୀୟ

ପୂର୍ବ ଉଗ୍ରବାଦୀ ନେତା ଡାନିଏଲ ବୋରାକ ଭାଜପାରେ ଯୋଗଦେଲେ…

ଅଗରତାଲା,୧୦।୧୨ : ପୂର୍ବତନ ଉଗ୍ରବାଦୀ ନେତା ଡାନିଏଲ ବୋରାକ ତାଙ୍କ ଦଳର ଅନ୍ୟ ୨୯ ଜଣ ସଦସ୍ୟଙ୍କ ସହ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ଆଦିବାସୀ ଫ୍ରଣ୍ଟରେ ଯୋଗଦେବା ଅବସରରେ ତ୍ରିପୁରା ଭାଜପା ରାଜ୍ୟ ଅଧ୍ୟକ୍ଷ ରାଜୀବ ଭଟ୍ଟାଚାର୍ଯ୍ୟ ମଧ୍ୟ ଉପସ୍ଥିତ ଥିଲେ। ଏହା ସହିତ ଭାଜପାର ଆଦିବାସୀ ୱିଙ୍ଗର ରାଜ୍ୟ ଅଧ୍ୟକ୍ଷ ବିକାଶ ଦେବଶର୍ମା ଏବଂ ଉପାଧ୍ୟକ୍ଷ ପାଟାଲ କାନିଆ ଜମାତିଆ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଖୁବ ଶୀଘ୍ର ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଡାନିଏଲ ବୋରାକ ଭାଜପାରେ ଯୋଗ ଦେଇଛନ୍ତି।

ପରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ କଥାବାର୍ତ୍ତା କରି ଡାନିଏଲ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତ୍ରିପୁରା ମୁଖ୍ୟମନ୍ତ୍ରୀ ଡ ମାଣିକ ସାହାଙ୍କ କାର୍ଯ୍ୟରେ ସେ ଅନୁପ୍ରାଣିତ ହୋଇ ଭାଜପାରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନେ ତ୍ରିପୁରାରେ ଆଦିବାସୀ ଲୋକଙ୍କ ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି। ନିଷିଦ୍ଧ ଘୋଷିତ ଏନଏଲଏଫଟି ର ପୂର୍ବତନ ନେତା ଡାନିଏଲ କହିଛନ୍ତି ଯେ ସେ ତ୍ରିପୁରା ୟୁନାଇଟେଡ ଇଣ୍ଡିଜେନସ ରିଟର୍ନ ପିପୁଲ୍ସ କାଉନସିଲ ପାଇଁ କାର୍ଯ୍ୟ କରୁଛନ୍ତି। ଏହା ଆତ୍ମସମର୍ପଣ କରିଥିବା ଉଗ୍ରବାଦୀ, ସହଯୋଗୀ ତଥା ସେମାନଙ୍କ ପରିବାର ସଦସ୍ୟଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri