Posted inଜାତୀୟ

ଟିଏମ୍‌ସିରେ ଯୋଗଦେଲେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ

କୋଲକାତା,୨୯ ।୯: ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଲୁଇଜିହ୍ନୋ ଫଲେରିୟୋ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ସାମିଲ ହୋଇଛନ୍ତି । ଟିଏମ୍‌ସି ମହାସଚିବ ଅଭିଶେକ ବାନାର୍ଜୀଙ୍କ ଉପସ୍ଥିତିରେ ସେ ଟିଏମ୍‌ସିରେ ସାମିଲ ହୋଇଛନ୍ତି । ଏହା ପୂର୍ବରୁ ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଭେଟିଥିଲେ । ଏହାପରେ ମମତା ବାନାର୍ଜୀ ଟୁଇଟ୍ କରି କହିଛନ୍ତି, ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ୭ ଥର ବିଧାୟକ ଥିବା ଲୁଇଜିହ୍ନୋ ଫଲେରିୟୋଙ୍କୁ ଟିଏମ୍‌ସି ପରିବାରକୁ ସ୍ୱାଗତ କରୁଛି । ଏହା ମୋ ପାଇଁ ବଡ ଗର୍ବର ବିଷୟ । ଆମେ ଏକାଠି ଗୋଆ ପାଇଁ ଠିଆ ହେବୁ ବିଭାଜେନକାରୀ ଶକ୍ତି ସହ ଲଢିବୁ । ଆଉ ଗୋଆ ପାଇଁ ଏକ ନୂତନ ସୂର୍ଯ୍ୟାଲୋକ ଆଣି ଦେବାକୁ ଚେଷ୍ଟା କରିବୁ ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri