Posted inଜାତୀୟ

ଏୟାର ହୋଷ୍ଟେସ୍‌ ଗୀତିକା ଆତ୍ମହତ୍ୟା ମାମଲା: ଗୋପାଳ କାଣ୍ଡା ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ,୨୫।୭: ୨୦୧୨ରେ ବହୁଚର୍ଚ୍ଚିତ ଏୟାର ହୋଷ୍ଟେସ ଗୀତିକା ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ କାଣ୍ଡା ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି । ଗୋପାଳ କାଣ୍ଡାା ବିମାନ କମ୍ପାନୀ ଏମଡିଏଲଆର୍‌ରେ ଏୟାର ହୋଷ୍ଟେସ ଭାବରେ ଗୀତିକା କାର୍ଯ୍ୟ କରୁଥିଲେ ଏବଂ ସେ ୫ ଅଗଷ୍ଟ ୨୦୧୨ରେ ଦିଲ୍ଲୀର ଅଶୋକ ବିହାରରେ ଆତ୍ମହତ୍ୟା କରିଥିଲେ।
ଆତ୍ମହତ୍ୟା ନୋଟରେ ଗୀତା ଏହି ପଦକ୍ଷେପ ପାଇଁ କାଣ୍ଡା ଏବଂ ତାଙ୍କ ଏମଡିଏଲଆର କମ୍ପାନୀର ଜଣେ ବରିଷ୍ଠ ପରିଚାଳକ ଅରୁଣା ଚଢାଙ୍କୁ ଦାୟୀ କରିଥିଲେ। ଏହି ମାମଲାରେ କାଣ୍ଡାଙ୍କୁ ୧୮ ମାସ ଜେଲରେ ରହିବାକୁ ପଡ଼ିଥିଲେ। ଏହା ପରେ ମାର୍ଚ୍ଚ ୨୦୧୪ରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା। ଗୀତିକାଙ୍କ ମୃତ୍ୟୁର ପ୍ରାୟ ୬ ମାସ ପରେ ତାଙ୍କ ମା ଅନୁରାଧା ଶର୍ମା ମଧ୍ୟ ଆତ୍ମହତ୍ୟା କରିଥିଲେ।
ଏହି ମାମଲାରେ ନିର୍ଦ୍ଦୋଷରେ ଖଲାସ ହେବା ପରେ ଗୋପାଳ କାଣ୍ଡା କହିଛନ୍ତି, ଏହି ମାମଲାରେ ମୋ ବିରୋଧରେ କୌଣସି ପ୍ରମାଣ ନାହିଁ, ଆଜି ଏହା କୋର୍ଟରେ ପ୍ରମାଣିତ ହୋଇଛି। କାଣ୍ଡା ତତ୍କାଳୀନ ମୁଖ୍ୟମନ୍ତ୍ରୀ ଭୁପିନ୍ଦର ସିଂ ହୁଡାଙ୍କ ସରକାରରେ ଗୃହମନ୍ତ୍ରୀ ଥିଲେ। ଆତ୍ମହତ୍ୟା ମାମଲାରେ ନାଁ ହେବା ପରେ ତାଙ୍କୁ ତାଙ୍କ ପଦ ଛାଡି ୧୮ ମାସ ଜେଲଦଣ୍ଡ ଭୋଗିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri