Posted inଜାତୀୟ

ପୂର୍ବତନ ବିଚାରପତି ଜଷ୍ଟିସ ସିଏସ କର୍ଣ୍ଣନ ଗିରଫ

ଚେନ୍ନାଇ,୨।୧୨-ମାଡ୍ରାସ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ସିଏସ କର୍ଣ୍ଣନଙ୍କୁ ବୁଧବାର ଚେନ୍ନାଇ ପୋଲିସର ସାଇବର କ୍ରାଇମ ଟିମ ଗିରଫ କରିଛି। ସେ ଗୋଟିଏ ଭିଡିଓ ଜାରି କରି ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ବିଚାରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହାକୁ ବିରୋଧ କରି ପୁଡୁଚେରୀ ବାର ଆସୋସିଏଶନ ତାଙ୍କ ନାଁରେ ଅଭିଯୋଗ କରିଥିଲା। ପରେ ତାଙ୍କ ନାଁରେ ୪ଟି ଦଫାରେ କେସ ରୁଜୁ ହୋଥିଲା। ଚେନ୍ନାଇ ସ୍ଥିତ ବାସଭବନରୁ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ଆସିଲେ ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୨୭।୬: ପିଲାଙ୍କ ପାଇଁ କୋଭିଡ୍‌-୧୯ ଟିକା ପ୍ରସ୍ତୁତ ହେବା ଏକ ବଡ଼ ସଫଳତା। ଏହା ଉପଲବ୍ଧ ହେବା ପରେ ସ୍କୁଲ ଖୋଲିବା ସହ ଅନ୍ୟାନ୍ୟ କାର୍ଯ୍ୟ...

ଉତ୍ତର ପ୍ରଦେଶରେ ପୋଲିସ ଉପରକୁ ପଥରମାଡ଼ କଲେ ବିକ୍ଷୋଭକାରୀ

ଗୋରଖପୁର,୨୦।୧୨: ନାଗରିକତ୍ୱ ସଂଶୋଧନ ଆଇନ୍‌(ସିଏଏ)କୁ ନେଇ ବିଭିନ୍ନ ସ୍ଥାନରେ ହୋଇଥିବା ବିରୋଧ ପ୍ରଦର୍ଶନ ବେଳକୁ ବେଳ ଉଗ୍ରରୂପ ନେବାରେ ଲାଗିଲାଣି। ଶୁକ୍ରବାର କେତେକ ସ୍ଥାନରେ ଲୋକେ...

ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା

କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ...

ଆସନ୍ତାକାଲି ରାଜ୍ୟରେ ଖୋଲିବ ଅଙ୍ଗନଓ୍ବାଡି-ପ୍ରାଥମିକ ସ୍କୁଲ

କୋଲକାତା,୧୫।୨: ଦେଶରେ କରୋନା ମାମଲା ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ସ୍କୁଲ ଖୋଲିବା ଏବେ ଆରମ୍ଭ ହୋଇଛି। ପଶ୍ଚିମବଙ୍ଗରେ ମଧ୍ୟ ପ୍ରାଥମିକ ବିଦ୍ୟାଳୟ ଓ...

ଜନଗଣନା ଏବେ ନୁହେଁ

ନୂଆଦିଲ୍ଲୀ,୪।୧: ଦଶବର୍ଷକୁ ଥରେ କରାଯାଉଥିବା ଜନଗଣନା ୨୦୨୦-୨୧ରେ ହେବାର ଥିଲା। ମାତ୍ର କୋଭିଡ୍‌ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ନିକଟ ଭବିଷ୍ୟତରେ ମଧ୍ୟ ଜନଗଣନା...

ଗୋଟିଏ ଦିନରେ ୩ ମୁଣ୍ଡ ନେଲା କରୋନା: ଭାରତରେ ମୃତ୍ୟୁ ସଂଖ୍ୟା ୭; ମୃତକଙ୍କ ମଧ୍ୟରେ ୬ଜଣଙ୍କୁ ଡାଇବେଟିସ୍‌

ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ରବିବାର ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ...

କେନ୍ଦ୍ରୀୟ ଏସିଆରେ ବ୍ଲାକଆଉଟ୍‌

ନୂଆଦିଲ୍ଲୀ, ୨୬ା୧: କେନ୍ଦ୍ରୀୟ ଏସିଆର ୩ ଦେଶରେ ମଙ୍ଗଳବାର ବଡ଼ ଧରଣର ବ୍ଲାକଆଉଟ୍‌ ହୋଇଛି। ଏକ ପ୍ରମୁଖ ପାଓ୍ବାର ଲାଇନରେ ସମସ୍ୟା ଯୋଗୁ କାଜାଖସ୍ତାନ, ଉଜ୍‌ବେକିସ୍ତାନ...

ମହିଳା ଟ୍ରେନ୍ ଯାତ୍ରୀଙ୍କ ନିକଟରୁ ଶହେ ଜିଲୋଟିନ୍ ଛଡ, ୩୫୦ ଡିଟୋନେଟର ଜବତ

କୋଝିକୋଡ,୨୬ ।୨: କେରଳର କୋଝିକୋଡ ରେଲୱେ ଷ୍ଟେଶନରୁ ଜଣେ ମହିଳା ଯାତ୍ରୀଙ୍କ ନିକଟରୁ ୧୦୦ ଜିଲୋଟିନ ଛଡ ଓ ୩୫୦ ଡିଟୋନେଟର ଜବତ ହୋଇଥିବା ସୂଚନା...

Advertisement
Archives

Model This Week