ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତାଙ୍କୁ ଅନୁଗୋଳ ଜିଲା ହଣ୍ଡପା ଅଞ୍ଚଳରୁ ଗିରଫ କରିଥିବା ଜଣାପଡ଼ିଛି। ଆଜି ସକାଳେ ଆନନ୍ଦଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା।
ପ୍ରକାଶ ଯେ, ଜଣେ ନାବାଳିକାଙ୍କୁ ଥାନା ଅଧିକାରୀ ମାଝି ପ୍ରଥମେ ବଳାତ୍କାର କରିବା ପରେ ଗର୍ଭପାତ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏ ନେଇ ଥାନାରେ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଘଟଣା ପରଠାରୁ ଆନନ୍ଦ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri