ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତାଙ୍କୁ ଅନୁଗୋଳ ଜିଲା ହଣ୍ଡପା ଅଞ୍ଚଳରୁ ଗିରଫ କରିଥିବା ଜଣାପଡ଼ିଛି। ଆଜି ସକାଳେ ଆନନ୍ଦଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା।
ପ୍ରକାଶ ଯେ, ଜଣେ ନାବାଳିକାଙ୍କୁ ଥାନା ଅଧିକାରୀ ମାଝି ପ୍ରଥମେ ବଳାତ୍କାର କରିବା ପରେ ଗର୍ଭପାତ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏ ନେଇ ଥାନାରେ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଘଟଣା ପରଠାରୁ ଆନନ୍ଦ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri