ଭାଜପାରେ ସାମିଲ ହେଲେ ଏହି ପୂର୍ବତନ କ୍ରିକେଟର: ୧୭ ବର୍ଷରେ ଖେଳିଥିଲେ ପ୍ରଥମ ଟେଷ୍ଟ

ଭାରତୀୟ ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ୍‌ ଭାଜପାରେ ସାମିଲ ହୋଇଛନ୍ତି। ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶିବରାମ ଭାଜପାରେ ଯୋଗ ଦେଇଛନ୍ତି। ତାମିଲନାଡୁର ଭାଜପା ଇନ୍‌ଚାର୍ଜ ସିଟି ରବିଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି।
୧୭ ବର୍ଷ ବୟସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଶିବରାମ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିଲେ। ୧୯୮୩ରେ ପ୍ରଥମ ମ୍ୟାଚ୍‌ ଖେଳିବା ପରେ ଶିବରାମଙ୍କୁ ଅଧିକ ସୁଯୋଗ ମିଳି ନ ଥିଲା। ଯାହା ଫଳରେ ୧୯୮୭ରେ ସେ ଅବସର ନେଇଥିଲେ। କିନ୍ତୁ ଜଣେ ସମୀକ୍ଷକ ଭାବେ ସେ ବିଶ୍ୱବ୍ୟାପୀ ନିଜର ପରିଚୟ ସୃଷ୍ଟି କରିପାରିଥିଲେ। ୫୪ ବର୍ଷୀୟ ଲେଗ୍‌ ସ୍ପିନର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ ଭାରତ ପାଇଁ ୯ଟି ଟେଷ୍ଟ ଏବଂ ୧୬ଟି ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମଲନାଥଙ୍କୁ ଶିବରାଜଙ୍କ ଟାର୍ଗେଟ: ଯିଏ ନିଜ ଗାଦି ବଞ୍ଚାଇ ପାରିଲେନି ସେ ମହାରାଷ୍ଟ୍ର ସରକାରକୁ ବଞ୍ଚାଇବେ

ଭୋପାଳ,୨୩ ।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉଜ୍ଜୟିନୀରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଟାର୍ଗେଟ କରିଛନ୍ତି...

ଉତ୍ତରାଖଣ୍ଡ ବସ୍‌ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଡେରାଡୁନ୍‌,୫।୬: ଉତ୍ତରାଖଣ୍ଡରେ ରବିବାର ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ଓ୍ବାଶିଂଟନ ପୋଷ୍ଟ ବିରୋଧରେ କଶ୍ମୀରୀ ପଣ୍ଡିତଙ୍କ ବିକ୍ଷୋଭ

ଓ୍ବାଶିଂଟନ,୯ା୯(ପି.ଟି.): ଆମେରିକା ଗଣମାଧ୍ୟମ ଓ୍ବାଶିଂଟନ ପୋଷ୍ଟ ଜମ୍ମୁ-କଶ୍ମୀର ସମ୍ପର୍କରେ ଏକପାଖିଆ ଖବର ଛାପୁଥିବାରୁ ଏହାର ପ୍ରତିବାଦରେ କଶ୍ମୀରୀ ପଣ୍ଡିତମାନେ ଶନିବାର ଏହାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ...

ଐତିହାସିକ ପିଙ୍କ୍‌ବଲ ଟେଷ୍ଟ ଆରମ୍ଭ; ଈଶାନ୍ତ, ଉମେଶଙ୍କ ଚମତ୍କାର ବୋଲିଂ

କୋଲକାତା, ୨୨।୧୧- କୋଲକାତାର ଇଡେନ ଗାର୍ଡେନରେ ଶୁକ୍ରବାର ଆରମ୍ଭ ହୋଇଛି ଐତିହାସିକ ଦିବାରାତ୍ର (ପିଙ୍କ୍‌ବଲ୍‌) କ୍ରିକେଟ ଟେଷ୍ଟ। ଚଳିତ ଭାରତ-ବାଂଲାଦେଶ କ୍ରିକେଟ ସିରିଜର ଏହା ହେଉଛି...

ବିଧାନ ପରିଷଦକୁ ଉଦ୍ଧବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ...

ମହିଳା ବକ୍ସିଂ ଆଇକନ ଆଡାମ୍ସଙ୍କ ଅବସର

ଲଣ୍ଡନ,୬।୧୧(ଏଏଫ୍‌ପି): ଦୁଇ ଥର ଅଲିମ୍ପିକ୍‌ ଚାମ୍ପିୟନ ନିକୋଲା ଆଡାମ୍ସ ବୁଧବାର ଅନ୍ତର୍ଜାତୀୟ ବକ୍ସିଂରୁ ଅବସର ନେଇଛନ୍ତି। ଦୃଷ୍ଟି ଜନିତ ସମସ୍ୟା ଯୋଗୁ ୩୭ବର୍ଷୀୟା ବ୍ରିଟେନ ବକ୍ସର...

କାଉଡିଆ ଯାତ୍ରାକୁ ନେଇ ଗୃହ ମନ୍ତ୍ରାଳୟର ପ୍ରସ୍ତୁତି

ନୂଆଦିଲ୍ଲୀ,୧୫।୭: କାଉଡିଆ ଯାତ୍ରାକୁ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ତେବେ ଯାତ୍ରୀଙ୍କ ସୁରକ୍ଷା ବଢାଇବାକୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ସମେତ ଅନ୍ୟ...

Advertisement
Archives

Model This Week