Posted inଖେଳ

ପୂର୍ବତନ ଭାରତୀୟ କ୍ରିକେଟର ଗିରଫ: ମଦ୍ୟପାନ କରି ୩ଟି ଗାଡିକୁ ଧକ୍କା ଦେବା ଅଭିଯୋଗରେ…

ନୂଆଦିଲ୍ଲୀ,୨୮।୧: ଜଣେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ପୋଲିସ ଗିରଫ କରିଛି। ମଦ୍ୟପାନ କରି ଗାଡ଼ି ଚଲାଇବା ଏବଂ ଅନ୍ୟ ତିନୋଟି ଗାଡ଼ିକୁ ଧକ୍କା ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଖେଳାଳି ହେଉଛନ୍ତି ଜାକବ ମାର୍ଟିନ। ସେ ଭାରତ ପାଇଁ ମୋଟ ୧୦ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ସେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଡେବ୍ୟୁ କରିଥିଲେ ଏବଂ ସଚିନ ତେନ୍ଦୁଲକରଙ୍କ ଭଳି ଜଣେ କିମ୍ବଦନ୍ତୀ ଖେଳାଳିଙ୍କ ସହ ଡ୍ରେସିଂ ରୁମ ଶେୟାର କରିବାର ସୁଯୋଗ ପାଇଥିଲେ। ଜାନୁଆରୀ ୨୭ ତାରିଖରେ ମାର୍ଟିନ ତାଙ୍କ କାର୍‌ ଉପରୁ ନିୟନ୍ତ୍ରଣ ହରାଇଥିଲେ ଏବଂ ରାସ୍ତା କଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା।

ଜାକବ ମାର୍ଟିନ ମଙ୍ଗଳବାର ଭଦୋଦରାରେ ତାଙ୍କ କାର୍‌ ଚଳାଉଥିଲେ, ଏବଂ ପୋଲିସ କହିଛି ଯେ ସେ ମଦ୍ୟପାନ କରିଥିଲେ। ତା’ପରେ ସେ ପାଖରେ ଠିଆ ହୋଇଥିବା ତିନୋଟି କାରକୁ ଧକ୍କା ଦେଇଥିଲେ। ଦୁର୍ଘଟଣାର କିଛି ଘଣ୍ଟା ପରେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ଗିରଫ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର କିଛି ମିନିଟ୍‌ ପୂର୍ବରୁ ଏହି ବ୍ୟକ୍ତିଙ୍କୁ ମନେ ପକାଇଥିଲେ ଅଜିତ ପାଓ୍ବାର: ଭାଇରାଲ ହେଉଛି ଶେଷ ପୋଷ୍ଟ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ…

ଦୁର୍ଘଟଣା ସମୟରେ ଅଜିତ ପାୱାରଙ୍କ ସହ ବିମାନରେ କିଏ ଥିଲେ? ଦେଖନ୍ତୁ ପୂରା ଲିଷ୍ଟ

ନୂଆଦିଲ୍ଲୀ,୨୮।୧: ବାରାମତିରେ ଏକ ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ଜିଲା ପଞ୍ଚାୟତ ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ…

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ…

ନୀରବି ଗଲେ ମହାରାଷ୍ଟ୍ର ରାଜନୀତିର ‘ପିତାମହ’: ଦାଦାଙ୍କଠାରୁ ଶିଖିଥିଲେ କୌଶଳ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ଜିଲା ପରିଷଦ…

ଏତେ ଭୟଙ୍କର ଥିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା, ଭିଡିଓ ଦେଖିଲେ ଥରିଉଠିବ ଛାତି…

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି।…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ…

ପ୍ଲେନ୍‌ କ୍ରାଶ୍‌ରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ୬ ଜଣଙ୍କ ପରଲୋକ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri