Posted inଖେଳ

ପୂର୍ବତନ ଭାରତୀୟ କ୍ରିକେଟର ଗିରଫ: ମଦ୍ୟପାନ କରି ୩ଟି ଗାଡିକୁ ଧକ୍କା ଦେବା ଅଭିଯୋଗରେ…

ନୂଆଦିଲ୍ଲୀ,୨୮।୧: ଜଣେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ପୋଲିସ ଗିରଫ କରିଛି। ମଦ୍ୟପାନ କରି ଗାଡ଼ି ଚଲାଇବା ଏବଂ ଅନ୍ୟ ତିନୋଟି ଗାଡ଼ିକୁ ଧକ୍କା ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଖେଳାଳି ହେଉଛନ୍ତି ଜାକବ ମାର୍ଟିନ। ସେ ଭାରତ ପାଇଁ ମୋଟ ୧୦ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ସେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଡେବ୍ୟୁ କରିଥିଲେ ଏବଂ ସଚିନ ତେନ୍ଦୁଲକରଙ୍କ ଭଳି ଜଣେ କିମ୍ବଦନ୍ତୀ ଖେଳାଳିଙ୍କ ସହ ଡ୍ରେସିଂ ରୁମ ଶେୟାର କରିବାର ସୁଯୋଗ ପାଇଥିଲେ। ଜାନୁଆରୀ ୨୭ ତାରିଖରେ ମାର୍ଟିନ ତାଙ୍କ କାର୍‌ ଉପରୁ ନିୟନ୍ତ୍ରଣ ହରାଇଥିଲେ ଏବଂ ରାସ୍ତା କଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା।

ଜାକବ ମାର୍ଟିନ ମଙ୍ଗଳବାର ଭଦୋଦରାରେ ତାଙ୍କ କାର୍‌ ଚଳାଉଥିଲେ, ଏବଂ ପୋଲିସ କହିଛି ଯେ ସେ ମଦ୍ୟପାନ କରିଥିଲେ। ତା’ପରେ ସେ ପାଖରେ ଠିଆ ହୋଇଥିବା ତିନୋଟି କାରକୁ ଧକ୍କା ଦେଇଥିଲେ। ଦୁର୍ଘଟଣାର କିଛି ଘଣ୍ଟା ପରେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ଗିରଫ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ଜାରି ହେଲା ICCର ନୂଆ ରାଙ୍କିଙ୍ଗ୍‌: ଉପରକୁ ଉଠିଲେ ଅଭିଷେକ, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୧୬।୯: ICC ପକ୍ଷରୁ ବୁଧବାର ନୂଆ T20 ରାଙ୍କିଂ ଜାରି କରାଯାଇଛି। ଏଥିରେ ଭାରତୀୟ ବ୍ୟାଟର୍‌ ଅଭିଷେକ ଶର୍ମାଙ୍କୁ ବଡ଼ ଫାଇଦା ମିଳିଛି। ସେ T20 ବ୍ୟାଟିଂ…

ଲକ୍ଷ ଲକ୍ଷ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: EPF ନିୟମରେ ବଡ଼ ପରିବର୍ତ୍ତନ! ୧୫ ହଜାରରୁ ବଢି ୨୫ ହଜାର ହେବ…

ନୂଆଦିଲ୍ଲୀ,୧୬।୯: ଦେଶର ଲକ୍ଷ ଲକ୍ଷ ବେତନଭୋଗୀ କର୍ମଚାରୀଙ୍କ ପାଇଁ EPF ଓ EPS ସମ୍ପର୍କିତ ବଡ଼ ଖବର ସାମ୍ନାକୁ ଆସିଛି। ବର୍ତ୍ତମାନ ମାସିକ ୧୫,୦୦୦ ଥିବା EPF/EPS…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!

ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?