ରାହୁଲଙ୍କୁ ଧମକ ଦେଲେ ଲଳିତ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୩୦।୩: ମୋଦି ସାଙ୍ଗିଆକୁ ନେଇ ରାହୁଲ ଗାନ୍ଧୀ ଦେଇଥିବା ଆପତ୍ତିଜନକ ଟିପ୍ପଣୀକୁ ବିରୋଧ କରିଛନ୍ତି ଆଇପିଏଲ୍‌ର ପୂର୍ବତନ ମୁଖ୍ୟ ଲଳିତ ମୋଦି। ସେ ଇଂଲଣ୍ଡର ଅଦାଲତରେ ମାମଲା ରୁଜୁ କରିବେ ବୋଲି ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଲଳିତ ମୋଦି ଟୁଇଟ୍‌ ଯୋଗେ କହିଛନ୍ତି, ମୁଁ ବିଚାର ବ୍ୟବସ୍ଥାର ପଳାତକ ବୋଲି ସାଧାରଣ ଜନତା ଓ ଗାନ୍ଧୀଙ୍କ ସହଯୋଗୀମାନେ ବାରମ୍ବାର କହୁଛନ୍ତି। କେଉଁ ଦୃଷ୍ଟିରୁ ମୁଁ ପଳାତକ? ମୁଁ କୌଣସି ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇନାହିଁ।
ଅନେକ କଂଗ୍ରେସ ନେତାଙ୍କର ବିଦେଶରେ ସମ୍ପତ୍ତି ଥିବା ଲଳିତ ମୋଦି ଅଭିଯୋଗ କରିଛନ୍ତି। ଏସବୁର ପ୍ରମାଣ ସେ କୋର୍ଟକୁ ଯୋଗାଇ ଦେଇପାରିବେ। ଗାନ୍ଧୀ ପରିବାରଠାରୁ ତାଙ୍କ ପରିବାର ଭାରତ ପାଇଁ ବହୁତ କିଛି ଅଧିକ କରିଛି। ଅଭିଯୋଗକୁ ସତ୍ୟ ପ୍ରମାଣିତ କରିବା ଲାଗି ରାହୁଲଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ଲଳିତ ମୋଦି। ଆଇପିଏଲ୍‌ରେ ଅର୍ଥ ହେରଫେର ମାମଲାରେ ୨୦୧୦ରୁ ଭାରତ ଛାଡ଼ି ଲଳିତ ମୋଦି ଲଣ୍ଡନରେ ଅଛନ୍ତି।
୨୦୧୯ ଲୋକ ସଭା ନିର୍ବାଚନ ବେଳେ କର୍ନାଟକର କୋଲାରରେ ଏକ ରାଲିରେ ପ୍ରଚାର ବେଳେ ରାହୁଲ ମୋଦି ସରନେମ ବା ଉପନାମକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସବୁ ‘ମୋଦି’ ଚୋର ବୋଲି ମନ୍ତବ୍ୟ ଦେଇଥିଲେ ରାହୁଲ। ଏହାକୁ ନେଇ ଭାଜପା ବିଧାୟକ ତଥା ତତ୍କାଳୀନ ପୂର୍ଣ୍ଣେସ୍‌ ମୋଦି କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଆଇପିସିର ଧାରା ୪୯୯, ୫୦୦ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ଅପରାଧ ପଞ୍ଜୀକୃତ ହୋଇଥିଲା। ଏହି ମାମଲାରେ ସୁରତ ଜିଲା କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri