ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

୧୯୪୮ ମସିହାରେ ଜୟନାରାୟଣ ମହାନ୍ତି ଜନ୍ମଗ୍ରହଣ କରିଥିଲେ। ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ ରୋଗରେ ପୀଡିତ ଥିଲେ। ଗତ ୨୮ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଜୟନାରାୟଣ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ। ସେ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ହୋଇଥିଲେ। ପରବର୍ତ୍ତୀ ସମୟରେ ୨୦୧୯ରେ ସେ ଭାଜପାରେ ସାମିଲ ହୋଇଥିଲେ। ଜଳେଶ୍ୱର ନିର୍ବାଚନମଣ୍ଡଳୀରୁ ସେ ଭାଜପାର ପ୍ରାର୍ଥୀ ହୋଇଥିଲେ। ଏବେ ତାଙ୍କର ପରଲୋକ ଖବର ଜଣାପଡ଼ିବା ପରେ ଜଳେଶ୍ୱର ନିର୍ବାଚନମଣ୍ଡଳୀର ଲୋକେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri