Posted inଜାତୀୟ

ପାସପୋର୍ଟରେ ମା’ଙ୍କ ନାଁ ବଦଳାଇବାକୁ ଚାହୁଛନ୍ତି ମେହେବୁବାଙ୍କ ଝିଅ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରେଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତିଙ୍କ ସାନ ଝିଅ ଏବେ ପାସପୋର୍ଟରେ ମା’ ମେହେବୁବାଙ୍କ ନାଁରେ ପରିବର୍ତ୍ତନ ଚାହୁଁଛନ୍ତି। ଏଥିପାଇଁ ସେ ଏକ ନୋଟିସ ଜାରି କରିଛନ୍ତି। ଏଥିରେ ଯଦି କାହାର କିଛି ଆପତ୍ତି ରହିଛି ତେବେ ୭ ଦିନ ଭିତରେ ଜଣାଇବାକୁ ସେ କହିଛନ୍ତି। ସେ କହିଛନ୍ତି ପାସପୋର୍ଟରେ ମେହେବୁବା ମୁଫତିଙ୍କ ନାଁ ପରିବର୍ତ୍ତନ କରାଯାଇ ମେହେବୁବା ସୟଦ କରାଯାଉ। ମେହେବୁବାଙ୍କର ଦୁଇଝିଅ ଇରତିଫା ଓ ଇଲତିଜା ରହିଛନ୍ତି। ବଡଝିଅ ମେହେବୁବାଙ୍କ ପଦାଙ୍କ ଅନୁସରଣ କରୁଥିବା ବେଳେ ସାନଝିଅ ତାଙ୍କ ପିତାଙ୍କ ପଦାଙ୍କ ଅନୁସରଣ କରୁଛନ୍ତି। ତେଣୁ ବଡଝିଅ ମୁଫତି ସରନେମ ରଖିଥିବା ବେଳେ ଏବେ ସାନଝିଅ ସୟଦ ସରନେମ ରଖିବାକୁ ଚିନ୍ତା କରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଏନ୍‌ୟୁରେ ଛାତ୍ର-ସୁରକ୍ଷା କର୍ମୀ ସଂଘର୍ଷ: ଏବିଭିପି ସଭାପତିଙ୍କ ସମେତ ୧୨ ଆହତ

ନୂଆଦିଲ୍ଲୀ,୨୨।୮:ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) କ୍ୟାମ୍ପସ୍‌ରେ ସୋମବାର ବିକ୍ଷୋଭରତ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରିବାରୁ ଏବିଭିପି ସଭାପତି ଓ ଜଣେ ଦୃଷ୍ଟିଶକ୍ତି ହରାଇଥିବା ଛାତ୍ରଙ୍କ ସମେତ...

ବାଂଲାଦେଶ ଆତଙ୍କବାଦୀ ଅବ୍‌ଦୁଲ କରିମ ଗିରଫ

କୋଲକତା,୨୯।୫: ବାଂଲାଦେଶ ଆତଙ୍କବାଦୀ ସଂଗଠନ ଜମାତ୍‌-ଉଲ-ମୁଜାହିଦୀନର ସଦସ୍ୟ ଅବ୍‌ଦୁଲ କରିମଙ୍କୁ କୋଲକତା ପୋଲିସର ସ୍ପେସାଲ ଟାସ୍କ ଫୋର୍ସ ଗିରଫ କରିଛି। ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରୁ କରିମଙ୍କୁ...

କେନ୍ଦ୍ରକୁ ୧୦ ଲକ୍ଷ ଡୋଜ କୋଭିଡ ଟିକା ମାଗିଲେ ୟୁପି ସରକାର

ଲକ୍ଷ୍ନୌ,୨।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର...

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌...

୩ ବର୍ଷରେ ୯ କଶ୍ମୀରୀ ପଣ୍ଡିତଙ୍କୁ କରାଯାଇଛି ହତ୍ୟା…

ନୂଆଦିଲ୍ଲୀ,୧୪।୧୨ : କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟ ସଭାରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୦ ରୁ...

ପ୍ରଧାନମନ୍ତ୍ରୀ-ଅର୍ଥମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଯୋଗୀ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ବଜେଟ ପାଇଁ...

ବଜାରକୁ ଗଲେ ଦେବାକୁ ପଡ଼ିବ ୫ ଟଙ୍କା: ୧ ଘଣ୍ଟାରୁ ଅଧିକ ସମୟ ରହିଲେ ୫ଶହ ଜରିମାନା

ମୁମ୍ବାଇ, ୩୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କେତେକ ରାଜ୍ୟରେ ଏହା ତୀବ୍ର ହୋଇଛି। ବିଶେଷ କରି ମହାରାଷ୍ଟ୍ର...

ନାମାଙ୍କନ ପୂର୍ବରୁ ଚର୍ଚ୍ଚାରେ କେଜରିଓ୍ବାଲଙ୍କ ଟୁଇଟ୍‌

ନୂଆଦିଲ୍ଲୀ,୨୧।୧: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ତାଙ୍କ ଟୁଇଟ୍‌କୁ...

Advertisement
Archives

Model This Week