ସିଞ୍ଜୋ ଆବେଙ୍କୁ ଗୁଳିମାଡ଼

ଟୋକିଓ,୮ା୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। ଜାପାନର ନାରା ସହରରେ ତାଙ୍କୁ ଏହି ଗୁଳିମାଡ଼ ହୋଇଛି। ସେ ଏକ ମଞ୍ଚରେ ଭାଷଣ ଦେଉଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଜାପାନର ସ୍ଥାନୀୟ ସମୟ ଅନୁସାରେ ସିଞ୍ଜୋଙ୍କୁ ପୂର୍ବାହ୍ନ ୧୧.୩୦ରେ ଆକ୍ରମଣ ହୋଇଛି। ତାଙ୍କ ପଛପଟରୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ଆସି ଗୁଳିମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ତେବେ ସିଞ୍ଜୋ ଅନେକ ଥର ଭାରତ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ସୁସମ୍ପର୍କ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri