Posted inଜାତୀୟ

ନୀତୀଶଙ୍କୁ ଝଟକା: ଜେଡିୟୁ ଛାଡି ଭାଜପାରେ ମିଶିଲେ ବରିଷ୍ଠ ନେତା

ନୂଆଦିଲ୍ଲୀ,୧୧।୫: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଜେଡିୟୁ ଛାଡି ଗୁରୁବାର ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ଭାଜପାରେ ଯୋଗଦେବା ପରେ ରାମଚନ୍ଦ୍ର ପ୍ରସାଦ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ତୀବ୍ର ସମାଲୋଚନା କରିବା ସହ ତାଙ୍କୁ ପଲ୍‌ଟି ମାର ବା ଦଳ ବଦଳ କରୁଥିବା ଲୋକ ବୋଲି କହିଛନ୍ତି।

ସିଂ କହିଛନ୍ତି, ନୀତୀଶ କୁମାର ବିହାରର କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି, କିନ୍ତୁ ସେ ବର୍ତ୍ତମାନ କଣ କରୁଛନ୍ତି। ଦିନେ ସେ ଓଡ଼ିଶାରେ, ଅନ୍ୟ ଦିନ ଝାଡଖଣ୍ଡରେ ଏବଂ ଆଜି ସେ ମହାରାଷ୍ଟ୍ରରେ ଅଛନ୍ତି। ସେ ବର୍ତ୍ତମାନ ବିରୋଧୀ ଏକତା ବିଷୟରେ କହୁଛନ୍ତି, କିନ୍ତୁ ପ୍ରଶ୍ନ ଉଠିଛି କିଏ ତୁମର ନେତା? ତୁମେ କୌଣସି ନେତା ବିନା ବିରୋଧୀ ଏକତା କିପରି ଆଶା କରୁଛ?


Enter your email to get our daily news in your inbox.

All Right Reserved By Dharitri.Com

ଜିତିଲେ ପ୍ରଶାନ୍ତ କିଶୋର, ଭାଙ୍ଗିଲା ଭାଜପାର ୩୫ ବର୍ଷର ଗଡ଼, ଏତିକି ଭୋଟ ବ୍ୟବଧାନରେ ବଡ଼ ବିଜୟ

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ବଡ଼ ବିଜୟ ହାସଲ କଲେ ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ…

୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ

ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri