କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୪।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରୁପ୍ପାଙ୍କ ପରେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ୍‌ ସିଦ୍ଧରମେୟା କରୋନାରେ ପୀଡ଼ିତ ହୋଇଛନ୍ତି। ମଙ୍ଗଳାବର ସକାଳେ ଏନେଇ ସିଦ୍ଧରମେୟା ଟୁଇଟ କରି ସୂଚନା ଦେଇଛନ୍ତି। ଟୁଇଟରରେ ସେ ଲେଖିଛନ୍ତି, ସୋମବାର ଜ୍ୱର ହେବାରୁ ତାଙ୍କର କରୋନା ଆଣ୍ଟିଜେନ ଯାଞ୍ଚ କରାଯାଇଥିଲା। ତେବେ ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ଏବେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ନିଜର ପରୀକ୍ଷା କରାଇନେବା ସହ କ୍ୱାରାଣ୍ଟାଇନ୍‌ରେ ରୁହନ୍ତୁ ବୋଲି ସିଦ୍ଧରମେୟା ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଷିଦ୍ଧ ସଙ୍ଗଠନରେ ଯୋଗଦେବାକୁ ଯାଉଛନ୍ତି ନିଖୋଜ ୫ ମହିଳା

ଗୁଆହାଟୀ, ୧୩ା୧୧: ଗତ ସପ୍ତାହଠାରୁ ଘରୁ ନିଖୋଜ ଥିବା ଆସାମର ତିନସୁକିଆ, ଧେମାଜି ଏବଂ ଲଖିମପୁର ଜିଲାର ୫ ମହିଳା ନିଷିଦ୍ଧ ସଙ୍ଗଠନ ୟୁନାଇଟେଡ ଲିବରେଶନ...

ଭାଜପାରେ ଯୋଗ ଦେଲେ କ୍ୟାପଟେନ ଅମରିନ୍ଦର

ନୂଆଦିଲ୍ଲୀ, ୧୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ...

ଶସ୍ତା-ମହଙ୍ଗା…

ନୂଆଦିଲ୍ଲୀ, ୧।୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚତୁର୍ଥ ଥର ପାଇଁ ମଙ୍ଗଳବାର ବଜେଟ ଉପସ୍ଥାପନ କରିବାକୁ ପାର୍ଲାମେଣ୍ଟକୁ ଆସିଥିଲେ। ବାଦାମୀ ରଙ୍ଗର ଶାଢ଼ି ପିନ୍ଧି...

୧୦୦ ଶ୍ରେଷ୍ଠ ଧନୀଙ୍କ ସମ୍ପତ୍ତି ୨୫ ବିଲିୟନ ଡଲାର ବଢ଼ିଛି

ନୂଆଦିଲ୍ଲୀ,୩୦।୧୧: ଭାରତର ୧୦୦ ଜଣ ଶ୍ରେଷ୍ଠ ଧନୀଙ୍କ ସମ୍ପତ୍ତି ୨୦୨୨ରେ ୨୫ ବିଲିୟନ ଡଲାର ବୃଦ୍ଧି ପାଇଛି। ଫୋର୍ବସ୍‌ ୨୦୨୨ ତାଲିକା ଅନୁଯାୟୀ ଦେଶର ସର୍ବାଧିକ...

ମେ ୩୦’ରେ ପର୍ତ୍ତୁଗୀଜ ଲିଗ୍‌ ପୁଣି ଆରମ୍ଭ ହେବ

ଲିସ୍‌ବନ,୧।୫(ଏପି): କୋଭିଡ-୧୯ ସଂକ୍ରମଣ କାରଣରୁ ପର୍ତ୍ତୁଗୀଜ ଫୁଟବଲ ଲିଗ୍‌ ସ୍ଥଗିତ ରହିଥିଲା। ତେବେ ଏହା ପୁଣି ଆରମ୍ଭ ହେବ। ଏହି ଲିଗ୍‌ ମେ ୩୦ ତାରିଖରୁ...

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ଦେଶ ବିରୋଧରେ ଭୁଲ ଖବର ପ୍ରଚାର ପ୍ରସାର କରୁଥିବା ୱେବସାଇଟ ଓ ଚ୍ୟାନେଲକୁ କରାଯିବ ବ୍ଲକ

ନୂଆଦିଲ୍ଲୀ,୨୦ ।୧: ଦେଶ ବିରୋଧି ଖବର ପ୍ରଚାର ପ୍ରସାର କରୁଥିବା ୨୦ ୟୁଟ୍ୟୁବ ଚ୍ୟାନେଲ ଓ ୨ ୱେବସାଇଟକୁ ବନ୍ଦ କରିବା ପରେ ଏବେ ସୂଚନା...

୨୫ କୋଟି ଲଟେରି ଜିତିଲେ ଅଟୋଚାଳକ

ଥିରୁଭାନନ୍ତପୁରମ୍‌,୧୯।୯: କେରଳର ଜଣେ ଅଟୋ ଚାଳକ ୨୫ କୋଟି ଟଙ୍କାର ଲଟେରି ଜିତିଛନ୍ତି। ଅଟୋରୁ ରୋଜଗାର ଭଲ ହେଉ ନ ଥିବାରୁ କେରଳର ଶ୍ରୀବରହାମରେ ରହୁଥିବା...

Advertisement
Archives

Model This Week