ପରଲୋକରେ ପୂର୍ବତନ ବିଧାୟକ

ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି।
କିଛିଦିନ ହେଲା ସେ ଅସୁସ୍ଥ ଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ଗୁରାଣ୍ଡିସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ସେ ଦୁଇଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୨ ଡିଗ୍ରୀ ଟପିଲା ଟିଟିଲାଗଡ଼

ଭୁବନେଶ୍ବର,୩୧।୩(ବ୍ୟୁରୋ): କିଛି ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗୁରୁବାର ଟିଟିଲାଗଡ଼ରେ ସର୍ବାଧିକ ୪୨.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏପରି କି...

ଅଭିଯୁକ୍ତ ଶ୍ରୀକୃଷ୍ଣଙ୍କ ଲାଗି କଠୋର ଜାମିନ ସର୍ତ୍ତ

ଛତ୍ରପୁର,୭ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅର୍ଥତତ୍ତ୍ୱ ଚିଟଫଣ୍ଡ ମୁଖ୍ୟ ପ୍ରଦୀପ ସେଠୀଙ୍କ ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ତରଫରୁ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ...

ଦିବ୍ୟାଙ୍ଗ ଶିଶୁଙ୍କୁ ଜନ୍ମ ଦେଇ ଜୀବନ ହାରିଲେ ମା’

ଫୁଲନଖରା,୨୧।୧୦(ଡି.ଏନ୍‌.ଏ.): କଟକ ସଦର ଥାନା ପୋଲିସ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ କଟକ ସଦର ଥାନା ଅଧୀନ ହରିଅନ୍ତା ଗ୍ରାମର...

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨ା୬(ବ୍ୟୁରୋ): ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇଛି ଚଳିତବର୍ଷର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ। ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ...

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌...

ଆଜି ବିଶ୍ୱ ଐତିହ୍ୟ ଦିବସ: ଐତିହ୍ୟର ସଂରକ୍ଷଣ ସୃଷ୍ଟିକରିଛି ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଐତିହ୍ୟର ଗନ୍ତାଘର ଓଡ଼ିଶା। କୋଣାର୍କର ସୂର୍ଯ୍ୟମନ୍ଦିର ହେଉ କି ରାଜ୍ୟରେ ରହିଥିବା ବହୁ ପୁରାତନ ରାଜପ୍ରାସାଦ, ସବୁଠି ଦେଖିବାକୁ ମିଳିଥାଏ ଉତ୍କଳୀୟ ଐତିହ୍ୟ...

ତହସିଲଦାରଙ୍କ ଅବିଚାର ବିରୋଧରେ ଧାରଣା

ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲା ଚାନ୍ଦବାଲି ତହସିଲଦାରଙ୍କ ଅବିଚାର ବିରୋଧରେ ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅଣ୍ଡିଆପାଟ ଗ୍ରାମର ଏକ ପରିବାର ଜିଲାପାଳଙ୍କ ଅଫିସ ଆଗରେ...

ଜବରଦଖଲକାରୀଙ୍କ କବ୍‌ଜାରେ ତାରପୁର ବାଇପାସ ରୋଡ୍‌

ରଘୁନାଥପୁର,୧୪।୧୧(ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥର ତାରପୁର ବାଇପାସ୍‌ ରୋଡ୍‌କୁ କେତେଜଣ ସ୍ଥାନୀୟ ବ୍ୟବସାୟୀ ମାଡ଼ିବସି ଜବରଦଖଲରେ ରଖିଛନ୍ତି। ଫଳରେ ପଥଚାରୀମାନେ...

Advertisement
Archives

Model This Week