Posted inଜାତୀୟ

କଂଗ୍ରେସ ଛାଡ଼ିପାରନ୍ତି ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ବିଧାୟକ ପଦରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୧୨।୨: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ଦଳର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। 65 ବର୍ଷୀୟ ନେତା ସୋମବାର ବିଧାନସଭା ବାଚସ୍ପତିଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦେଇଥିଲେ।

ମହାରାଷ୍ଟ୍ରର ବରିଷ୍ଠ ନେତା ବାବା ସିଦ୍ଦିକ ଏବଂ ମିଲିନ୍ଦ ଦେଓରା କଂଗ୍ରେସ ଛାଡିବାର କିଛି ଦିନ ପରେ ଏହି ଘଟଣା ଘଟିଛି। ତେବେ ଅଶୋକ ଏପର୍ଯ୍ୟନ୍ତ କଂଗ୍ରେସ ଦଳରୁ ଇସ୍ତଫା ଦେଇନାହାଁନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri