Posted inଜାତୀୟ

ଜେଲ୍‌ରେ ଅଚେତ୍‌ ହୋଇପଡ଼ିଲେ ଅନୀଲ ଦେଶମୁଖ: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨୬।୮: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନ୍‌ସିପି ନେତା ଅନୀଲ ଦେଶମୁଖ ଶୁକ୍ରବାର ହଠାତ୍‌ ଜେଲ୍‌ରେ ଅଚେତ୍‌ ହୋଇ ପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅନୀଲଙ୍କ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା ବୋଲି ଅର୍ଥର ରୋଡର ଜେଲ୍‌ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୯ମାସରୁ ଅନୀଲ ଦେଶମୁଖ ଅର୍ଥର ରୋଡ ଜେଲ୍‌ରେ ବନ୍ଦୀ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିରେ ଜୁନ ୧୫ ଯାଏ ଲକ୍‌ଡାଉନ୍‌

ଭୋପାଳ,୩୧।୫: ମଧ୍ୟପ୍ରଦେଶ(ଏମ୍‌ପି)ରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଲକ୍‌ଡାଉନ୍‌କୁ ଜୁନ ୧୫ ଯାଏ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହାନ ଶନିବାର...

ଜୁନ୍‌ ୧୮ରେ ମନ୍‌ କି ବାତ୍‌: ସୂଚନା ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଘୋଷଣା କରିଛନ୍ତି ଚଳିତ ମାସର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ଜୁନ ୧୮ ରବିବାରରେ ପ୍ରସାରିତ...

ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ: ୨୭ ଜୁଲାଇ ପର୍ଯ୍ୟନ୍ତ ରହିବେ ପୋଲିସ ହେପାଜତରେ

ମୁମ୍ବାଇ,୨୩ ।୭: ପର୍ନ ଭିଡିଓ ମାମଲାରେ ଫଶି ଥିବା ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ଅଡୁଆ ବେଳକୁ ବେଳ...

ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ନେଇ ଯୋଗୀ ସରକାରଙ୍କୁ ଧମକ: ତୁମେ ଓଲଟାଅ କାର୍‌ ଆମେ ଓଲଟାଇବୁୁ ସରକାର

ଲକ୍ଷ୍ନୌ, ୧୪।୭: ଉତ୍ତରପ୍ରଦେଶରେ ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ଏବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଏକ ଗୋଷ୍ଠୀ ଧମକ ଦେବାରେ ଲାଗିଛନ୍ତି। ରାଜ୍ୟରେ...

ଅବସର ନେବ ମିଗ୍‌-୨୧…

ନୂଆଦିଲ୍ଲୀ, ୧୯।୯ : ଭାରତୀୟ ବାୟୁସେନା ମିଗ-୨୧ ଯୁଦ୍ଧ ବିମାନକୁ ଅବସର ପ୍ରଦାନ କରିବାକୁ ଯାଉଛି। ଜଣେ ଅଧିକାରୀ କହିଛନ୍ତି ଯେ ବାୟୁସେନା ସେପ୍ଟେମ୍ବର ୩୦...

କଂଗ୍ରେସଠାରୁ ଛଅ ଗୁଣା ଅଧିକ ଗୁଗଲ ବିଜ୍ଞାପନରେ ଖର୍ଚ୍ଚ କରିଛି ଭାଜପା!

ନୂଆଦିଲ୍ଲୀ,୧୧ ।୭: ନିକଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବିଜ୍ଞାପନ ଗୁଜରାଟର ଏକ ଖବର କାଗଜରେ ଦେଇଥିଲେ । ଏହାକୁ ନେଇ ଭାରତୀୟ ଜନତା...

ଜମ୍ମୁରୁ ଫେରାଇ ଦିଆଗଲା ଗୁଲାମ ନବି ଆଜାଦଙ୍କୁ

ନୂଆଦିଲ୍ଲୀ,୨୦।୮: କଂଗ୍ରେସର ରାଜ୍ୟ ସଭା ସଦସ୍ୟ ତଥା ବିରୋଧୀ ଦଳ ନେତା ଗୁଲାମ ନବି ଆଜାଦଙ୍କୁ ମଙ୍ଗଳବାର ଜମ୍ମୁ ବିମାନ ବନ୍ଦରରେ ଅଟକାଇ ଦିଆଯାଇଛି। ଏହାପରେ...

କ୍ୟାବିନେଟ ବୈଠକ ବାତିଲ

ନୂଆଦିଲ୍ଲୀ,୬।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏକ ବୈଠକ ହେବାର ଥିଲା। ହେଲେ...

Advertisement
Archives

Model This Week