Posted inଜାତୀୟ

ଜେଲ୍‌ରେ ଅଚେତ୍‌ ହୋଇପଡ଼ିଲେ ଅନୀଲ ଦେଶମୁଖ: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨୬।୮: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନ୍‌ସିପି ନେତା ଅନୀଲ ଦେଶମୁଖ ଶୁକ୍ରବାର ହଠାତ୍‌ ଜେଲ୍‌ରେ ଅଚେତ୍‌ ହୋଇ ପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅନୀଲଙ୍କ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା ବୋଲି ଅର୍ଥର ରୋଡର ଜେଲ୍‌ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୯ମାସରୁ ଅନୀଲ ଦେଶମୁଖ ଅର୍ଥର ରୋଡ ଜେଲ୍‌ରେ ବନ୍ଦୀ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍‌ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…

ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା...

ଶିବସେନାର ଜନ୍ମ କ୍ଷମତା ପାଇଁ ହୋଇନାହିଁ,ସଞ୍ଜୟଙ୍କ ମନ୍ତବ୍ୟ…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ର ରାଜନୀତିରେ ଚାଲିଥିବା ସଙ୍କଟ ମଧ୍ୟରେ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେ ଗତକାଲି ଯେତେବେଳେ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ...

ରବିବାର ଛୁଟି ବି ନେଉଛନ୍ତି ଜମ୍ମୁ-କଶ୍ମୀର ଭିକାରି

ଶ୍ରୀନଗର,୨।୩: ଜମ୍ମୁ-କଶ୍ମୀରରେ ଏବେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେମାନେ ସପ୍ତାହରେ ସୋମବାରଠାରୁ ଶନିବାର ପର୍ଯ୍ୟନ୍ତ ଭିକ୍ଷା ମାଗୁଥିବାବେଳେ ରବିବାର ସରକାରୀ ଚାକିରି...

୨୪ ଘଣ୍ଟାରେ ୧,୪୦୯ ନୂଆ ସଂକ୍ରମିତ: ୭୮ ଜିଲା କରୋନା ମୁକ୍ତ

ନୂଆଦିଲ୍ଲୀ,୨୩।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧,୪୦୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ...

ଝଲସୁଛି ରାମନଗରୀ ଅଯୋଧ୍ୟା, ଗିନିଜ୍‌‌ ଓ୍ବାର୍ଲ୍ଡ ରେକର୍ଡରେ ପାଇଲା ସ୍ଥାନ

ଲକ୍ଷ୍ନୌ,୧୪ା୧୧: ଅଯୋଧ୍ୟାରେ ଦୀପାବଳି ଉତ୍ସବ ଆରମ୍ଭ ହୋଇସାରିଛି। ଆଜି ରାମନଗରୀର ସୌନ୍ଦର୍ଯ୍ୟ ଢେର୍‌ ଅଧିକ ବଢ଼ିଯାଇଛି। ଅଯୋଧ୍ୟାରେ ଶୁକ୍ରବାର ଦୀପତ୍ସୋବ ପାଳନ କରାଯାଇଥିଲା। ଏଠାରେ ପ୍ରାୟ...

ଭାରତର ହଳଦୀ ଦ୍ୱାରା କ୍ୟାନ୍‌ସର ଚିକିତ୍ସା ଜ୍ଞାନକୌଶଳକୁ ମିଳିଲା ଆମେରିକା ପାଟେଣ୍ଟ୍‌

ଥିରୁଭାନନ୍ତପୁରମ୍‌,୧୫।୧: କ୍ୟାନ୍‌ସର ନାଁ ଶୁଣିଲେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥାଏ। ଆଧୁନିକ ଜ୍ଞାନକୌଶଳରେ କ୍ୟାନସର ଚିକିତ୍ସା କ୍ଷେତ୍ରରେ ବହୁ ଅଗ୍ରଗତି ହୋଇଛି। ତେବେ ମଧ୍ୟ...

ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ: ୩୦ ଖେଳାଳି ଫେରାଇବେ ପଦକ

ନୂଆଦିଲ୍ଲୀ,୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନକୁ ଏବେ ପଦ୍ମଶ୍ରୀ ଏବଂ ଅର୍ଜୁନ ସମ୍ମାନରେ...

କୋଟ୍‌ଲାରେ ଜେଟ୍‌ଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବେଦୀଙ୍କ ବିରୋଧ

ନୂଆଦିଲ୍ଲୀ,୨୪।୧୨(ପି.ଟି.): ଦିଲ୍ଲୀର ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ପୂର୍ବତନ ସଭାପତି ଅରୁଣ ଜେଟ୍‌ଲୀଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରିଛନ୍ତି ସ୍ପିନ୍‌ କିମ୍ବଦନ୍ତୀ ବିଶନ ସିଂ ବେଦୀ।...

Advertisement
Archives

Model This Week